ହଂସୁଆରୁ ମା’, ମାମୁଘର ପୋଖରୀରୁ ଝିଅଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ରାଜନଗର,୨୧ା୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅଧୀନ ମାଣପଡ଼ା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ପୂର୍ବାହ୍ନରେ ଦୁଇ ଝିଅଙ୍କୁ ଛାଡ଼ି ସ୍ଥାନୀୟ ଜରିମୂଳସ୍ଥିତ ବ୍ୟାଙ୍କକୁ ଟଙ୍କା ଉଠାଇବାକୁ କହି ମା’ ପ୍ରମିଳା ନାଥ ଯାଇଥିଲେ। ସନ୍ଧ୍ୟା ହୋଇଥିଲେ ହେଁ ସେ ଘରକୁ ନ ଫେରିବାରୁ ଝିଅ ସତ୍ୟପ୍ରିୟା ତାଙ୍କୁ ଖୋଜିବାକୁ ଯାଇଥିଲେ। ସତ୍ୟପ୍ରିୟା ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ମାମୁଘର ଗାଁ ନିକଟସ୍ଥ ବ୍ରାହ୍ମଣୀ କୂଳରୁ ମା’ଙ୍କ ମୋବାଇଲ୍‌ ଓ ଚପଲ ପାଇଥିଲେ। ରାତି ହୋଇଯାଇଥିବାରୁ ସେ ମାମୁଘରେ ରହିଯାଇଥିଲେ। ତେବେ ସକାଳୁ ତାଙ୍କ ମୃତଦେହ ମାମୁଘର ପଛପଟ ପୋଖରୀରୁ ଉଦ୍ଧାର କରାଯାଇଥିଲା। ସେହିପରି ରବିବାର ରାତିରେ ପ୍ରମିଳାଙ୍କ ମୃତଦେହ ହଂସୁଆ ନଦୀରୁ ଉଦ୍ଧାର କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ରାଜନଗର ଥାନାରେ ଏନେଇ ଦୁଇଟି ମାମଲା ରୁଜୁ ହୋଇଛି। ସତ୍ୟପ୍ରିୟାଙ୍କ ବାପା ଏକ ହତ୍ୟା ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନରହନ୍ତା ଦନ୍ତାକୁ କରାଯିବ ଟ୍ରାଙ୍କୁଲାଇଜ

ବନ୍ତଳା,୧୭ା୧(ଡି.ଏନ.ଏ.) – ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଶୁକ୍ରବାର ଟ୍ରାଙ୍କୁଲାଇଜ୍‌ କରାଯିବାକୁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି...

ପୌରପାଳିକାକୁ ଚିଠି ଲେଖିଲେ କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ଛାତରୁ ଗତ ରବିବାର ବଡ଼ ଆକାରର ପଲସ୍ତରା ଖସିପଡ଼ିଥିଲା। ଏହି ଘଟଣା ପରେ ଦୁର୍ବଳ...

୪୦ରୁ ଅଧିକ ଶ୍ରମିକଙ୍କୁ ଅଟକ ରଖିଲା ପୋଲିସ

ବାରିପଦା ଅଫିସ, ୩୦ା୪- ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଥିବା ଶ୍ରମିକମାନଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ...

ଶ୍ମଶାନ ଭୂଇଁ ପାଲଟିବ ଶାରୀଶୁଆ ପାହାଡ

ଖଇରା, ୧୯ା୭(ଡି.ଏନ.ଏ.)-ଲକ୍‌ଡାଉନ, ଶଟ୍‌ଡାଉନ କଟକଣା କେତେକଙ୍କ ପାଇଁ ଅଭିଶାପ ପାଲଟିଥିବା ବେଳେ ଆଉ କେତେକଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଏହି ଆଶୀର୍ବାଦ ଗୋଷ୍ଠୀ ମଧ୍ୟରେ ଅଛନ୍ତି...

ଲୁହା ପଥର ଦର ହ୍ରାସ ଆଶାରେ ଶିଳ୍ପ ସମୂହ

ଯାଜପୁର ଅଫିସ,୧୭ା୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ନୂତନ ନିଯୁକ୍ତି ବଦଳରେ ପୁଣି କର୍ମଚାରୀ ଓ ଶ୍ରମିକ ଛଟେଇ ଆଶଙ୍କା ଦେଖାଦେଇଛି। ଆବଶ୍ୟକ କଞ୍ଚାମାଲ ଅଭାବ, ଲୁହାପଥର, କ୍ରୋମାଇଟ ମୂଲ୍ୟ...

ଗଞ୍ଜାମରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଗତ ୩୦ ଜୁନ ମଧ୍ୟରେ ବିଭିନ୍ନ ପଞ୍ଚାୟତରେ ଚାଲୁ...

କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ

ବନ୍ତ,୨୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡବର୍ଚ୍ଚିକୟାଁ ପଞ୍ଚାୟତରେ କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ କରାଯାଇଛି। ଆପ୍ତିରା ସରକାରୀ ଉପ୍ରା ବିଦ୍ୟାଳୟ ପରିସରରେ ସରପଞ୍ଚ...

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୫।୨: ପାଗ ଅନୁକୂଳ ହେବାରୁ ଶନିବାର ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ ବର୍ଷା ପାଇଁ ଶୁକ୍ରବାର ପର୍ଯ୍ୟଟକଙ୍କ ପାଇଁ...

Advertisement
Archives

Model This Week