ନୂଆପଡ଼ା ଫଳାଫଳରେ କାରସାଦି ଅଭିଯୋଗ: ନିର୍ବାଚନ କମିଶନଙ୍କୁ ନିନ୍ଦା କଲେ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା,୧୬ା୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ କହିଛନ୍ତି, “ଯେଉଁ ଭୋଟ୍ ମେସିନ୍‌ରେ ଆସିଛି, ମୁଁ ତାକୁ ଅଗ୍ରାହ୍ୟ କରୁଛି ଏବଂ ଫଳାଫଳକୁ ମୁଁ ଖଣ୍ଡନ କରୁଛି।”

ସେ ମତଦାନ ପ୍ରତିଶତକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, ନିର୍ବାଚନ ଦିନ ସନ୍ଧ୍ୟା ୫ଟାରେ ୭୫% ଓ ସନ୍ଧ୍ୟା ୭ଟାରେ ୭୭% ମତଦାନ ହୋଇଥିଲା। କିନ୍ତୁ ପରଦିନ ଦିନ ୧୦ଟାରେ ୮୧% ଓ ୧୨ଟାରେ ୮୩.୪୫% ମତଦାନ ହୋଇଥିବା କୁହାଗଲା।

ସ୍ନେହାଙ୍ଗିନୀ କହିଛନ୍ତି ଯେ ସ୍ୱାଧୀନତା ପରଠୁ ନୂଆପଡ଼ାରେ ଭୋଟିଂ ପ୍ରତିଶତ ସର୍ବଦା ୭୦% ଭିତରେ ରହିଛି। ମାତ୍ର ଏଥର ଉପନିର୍ବାଚନରେ ଅନେକ ବିରଳ ରେକର୍ଡ ସୃଷ୍ଟି ହୋଇଛି, ଯେଉଁଥିରେ ୪୧ଟି ବୁଥ୍‌ରେ ୯୦%ରୁ ଅଧିକ ଭୋଟ୍ ପଡ଼ିଛି। ସେ ସିଧାସଳଖ ଏହି ସମସ୍ତ ଘଟଣାକୁ କାରସାଦି ବୋଲି ଅଭିଯୋଗ କରି ନିର୍ବାଚନ କମିଶନଙ୍କ କାର୍ଯ୍ୟଧାରା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri