ଭୁଲ୍ ଚିକିତ୍ସା ଯୋଗୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ, ଡାକ୍ତର ଇଞ୍ଜେକ୍ସନ ଦେବା ପରେ ଦେହ କଳା…..

ବୌଦ୍ଧ,୫।୩( ଅଜିତ କୁମାର ବାରିକ): ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଯୋଗୁଁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଭଳି ଏକ ସାଂଘାତିକ ଅଭିଯୋଗ ଆସିଛି ବୌଦ୍ଧ ଜିଲାରୁ । ଏହି ଘଟଣାକୁ ନେଇ ହସ୍ପିଟାଲରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି ।

ମିଳିଥବା ସୂଚନା ମୁତାବକ, ବୌଦ୍ଧ ଜିଲା ହରଭଙ୍ଗ ବ୍ଲକ ପୁରୁଣା କଟକ ମେଡିକାଲ ପଛ ସାହିରେ ସୁବ୍ରତ ନାୟକଙ୍କ ସ୍ବାସ୍ଥ୍ ଖରାପ ହେବାରୁ ଗୁରୁବାର ଦିନ ପୁରୁଣା କଟକ ମେଡ଼ିକାଲକୁ ଆସି ଥଲେ । ଡାକ୍ତର ତାଙ୍କୁ ଦେଖିବା ପରେ ଇଂଜେକ୍ସନ ଦେବାକୁ କହିଥିଲେ । ତାଙ୍କୁ ଇଂଜେକ୍ସନ ଦେବା ପରେ ସେ ଗୁରୁତର ହେବା ସହ ଶରୀର କଳା ପଡିଯାଇଥିଲା । ଏହାପରେ ସଙ୍ଗେସଙ୍ଗେ ସେଠାରୁ ତାଙ୍କୁ ବୌଦ୍ଧ ମେଡ଼ିକାଲକୁ ପଠା ଯାଇଥିଲା । ବୌଦ୍ଧ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ତେବେ ପରିବାର ଲୋକ ଡାକ୍ତରଙ୍କ ଭୁଲ ଚିକିତ୍ସା ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇ ହୋଲି ଖେଳୁଥିଲେ ଦୁଇ ସାଙ୍ଗ, ନିଶାରେ ଚୂର୍‌ ଥାଇ ଭୁଲିଗଲେ ସବୁକିଛି, ପରେ ଘଟିଲା ଏମିତି…

ଯାଜପୁରରୋଡ୍‌,୫ା୩(ପବିତ୍ର ରଞ୍ଜନ ମହାନ୍ତି): ହୋଲି ହେଲା କାଳ, ରଙ୍ଗ ବୋଳାବୋଳି ସହ ଖୁସିର ପର୍ବ ପରେ ଘରେ ପଡ଼ିଛି କାନ୍ଦବୋବାଳି। ପୋଖରୀରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି…

ଛେଣ୍ଡିପଦା ବିଧାୟକଙ୍କ ଗାଡ଼ି ଧକ୍କାରେ ଯୁବକ ଆହତ, ବାମ ଗୋଡରେ ଲାଗିଛି…..

ଢେଙ୍କାନାଳ,୫।୩(ରତନ ନାୟର): ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରାଙ୍କ ଫରଚ୍ୟୁନର ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଗୁରୁବାର ଛେଣ୍ଡିପଦା ବିଧାୟକ ନିଜ ଗାଡ଼ିରେ ଛେଣ୍ଡିପଦାରୁ…

ଦିଗପହଣ୍ଡିରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ କବିସୂର୍ଯ୍ୟ କଲ୍ୟାଣ ମଣ୍ଡପ ପରିସରରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ…

୭ରୁ ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ, ଏଥର ମହିଳା ଆଇନଜୀବୀଙ୍କ ପାଇଁ ରହିଛି…

ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ ମାର୍ଚ୍ଚ ୨୮ରେ ହେବ। ଏଥିପାଇଁ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ସମୟ…

ଗାଁ ଯାତ୍ରା ଦେଖିବାକୁ ଭଉଣୀକୁ ଆଣିବା ପାଇଁ ଯାଇଥିଲେ ଭାଇ, ରାସ୍ତାରେ ଛକିଥିଲା ଯମ, ଘଟିଲା…

ପରଜଙ୍ଗ,୫ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର କୁମୁସିସ୍ଥିତ ମାଧିଆ ରଗୁଡ଼ି ପାଖରେ ଅନୁଗୋଳରୁ ପଣ୍ଡୁଆ ଯାଉଥିବା…

ନୀତୀଶଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଭାଜପା ଖେଳିବ ‘ସରପ୍ରାଇଜ କାର୍ଡ’, ଜାଣନ୍ତୁ ଏଥିରେ କିଏ ହେବେ ସାମିଲ

ନୂଆଦିଲ୍ଲୀ,୫।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ରାଜ୍ୟ ସଭା ପ୍ରାର୍ଥୀତ୍ୱ ଘୋଷଣା ପରେ, ବିହାର ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେବା ନେଇ ଆଲୋଚନା ଜୋର ଧରିଛି।…

ଦିଗପହଣ୍ଡିରେ ନିର୍ମାଣ ହେବ ଶ୍ରୀଜଗନ୍ନାଥଙ୍କ ମନ୍ଦିର, ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରି…

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତାର ଚାଞ୍ଚଡ଼ାପଲ୍ଲୀ ଛକରେ ଶ୍ରୀଜଗନ୍ନାଥଙ୍କ ନୂଆ ମନ୍ଦିର ନିର୍ମାଣ ନିମନ୍ତେ ଚୈତ୍ର କୃଷ୍ଣପକ୍ଷ ଦ୍ୱିତୀୟା ଗୁରୁବାର ମଧ୍ୟାହ୍ନରେ ଭିତ୍ତିପ୍ରସ୍ତର…

ଆସିକା ଏମ୍‌ପିଙ୍କ ଦ୍ବାରା ସ୍ବାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ, ଏହି ଅବସରରେ ଅଞ୍ଚଳର ବୃଦ୍ଧବୃଦ୍ଧା, ଭିନ୍ନକ୍ଷମମାନଙ୍କୁ ଦିଆଗଲା…

ପୁରୁଷୋତ୍ତମପୁର,୫।୨ (ସବିତା ମିଶ୍ର) : ଯେଉଁ ମହାପୁରୁଷଙ୍କ ଲାଗି ଆଜି ଆାମେ ବ୍ରିଟିଶ କବଳରୁ ମୁକ୍ତହୋଇ ସ୍ବାଧିନ ଭାରତୀୟ ବୋଲି ଗର୍ବ କରୁଛେ ସେଭଳି ମହାନ ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri