ମଇଁଷି ଚରାଉ ଥିବାବେଳେ ଚାଲିଗଲା ଜୀବନ

ଆସିକା,୧ା୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସାହାସପୁର ଗ୍ରାମରେ ସୋମବାର ଜଣେ ମଇଁଷି ଚରାଳି ସୁରେନ୍ଦ୍ର ଗୌଡଙ୍କ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗ୍ରାମ ଉପକଣ୍ଠ ମୁନିତୋଟା ନିକଟରେ ସେ ମଇଁଷି ଚରାଉଥିଲା ବେଳେ ହଠାତ ଚେତାଶୂନ୍ୟ ହୋଇଯାଇଥିଲେ । ମୂମୁର୍ଷ ଅବସ୍ଥାରେ ତାଙ୍କୁ ଆସିକା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତେବେ ଡାକ୍ତର ସୁରେନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ । ସୁରେନ୍ଦ୍ରଙ୍କ ମୃତ୍ୟୁ ଅଂଶୁଘାତ ଜନିତ ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି।

ଏ ସମ୍ପର୍କରେ ଆସିକା ଉପଖଣ୍ଡ ଚିକିତ୍ସାଳୟର ଚିକିତ୍ସାଧିକାରୀ ଡାକ୍ତର ଦୀପକ କୁମାର ସାମନ୍ତରାଙ୍କୁ ପଚାରିବାରେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପରିସ୍ଥିତି ସ୍ପଷ୍ଟ ହେବ ବୋଲି କହିଛନ୍ତି । ଏ ନେଇ ଆସିକା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri