ବ୍ଲକ ଉପାଧ୍ୟକ୍ଷାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ: ଏତଲାର ୨ ଦିନ ପରେ ବି ମିଳିନି ପତ୍ତା

ସୁନ୍ଦରଗଡ଼,୧୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବ୍ଲକ ଉପାଧ୍ୟକ୍ଷା ବିନତି ବେହେରା ନିଖୋଜ ହୋଇଯାଇଛନ୍ତି। ସେ ଗତ ୪ ତାରିଖରେ ଅନୁଗୋଳ ଜିଲା ଖମାର ସ୍କୁଲରେ ପଢୁଥିବା ପୁଅକୁ ଛାଡିବାକୁ ଯାଇ ଘରକୁ ଫେରିନାହାନ୍ତି। ବୁଧବାର ବିନତିଙ୍କ ସ୍ବାମୀ ପ୍ରସନ୍ନ ବେହେରା ତାଙ୍କ ସ୍ତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ବଣାଇ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏକ ନିଖୋଜ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ହେଲେ ଏତଲାର ୨ ଦିନ ପରେ ବି ବ୍ଲକ ଉପାଧ୍ୟକ୍ଷାଙ୍କ କୌଣସି ପତ୍ତା ମିଳିପାରି ନାହିଁ।

ବ୍ଳକ ଉପାଧ୍ୟକ୍ଷାଙ୍କ ସ୍ବାମୀ ଏତଲାରେ ଦର୍ଶାଇଛନ୍ତି ଯେ, ବଡ଼ଦିନ ଛୁଟିରେ ଘରକୁ ଆସିଥିବା ପୁଅକୁ ହଷ୍ଟେଲରେ ଛାଡିବା ପାଇଁ ତାଙ୍କ ସ୍ତ୍ରୀ ବିନତୀ ବସ୍‌ରେ ଖମାର ଯାଇଥିଲେ। ପୁଅକୁ ହଷ୍ଟେଲରେ ଛାଡିବା ପରେ ସ୍ତ୍ରୀଙ୍କ ସହିତ ମଧ୍ୟ ଫୋନରେ କଥା ହୋଇଥିଲେ। ହେଲେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ବିନତିଙ୍କୁ ଏକ ବାଇକ୍‌ରେ ବସାଇ କୁଆଡ଼େ ନେଇଯାଇଥିବା ଓ ଏହା ପରେ ତାଙ୍କ ଫୋନ ଲାଗୁ ନ ଥିବା ସ୍ବାମୀ ପ୍ରସନ୍ନ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri