ଜେଇଇ-ଆଡ୍‌ଭାନ୍ସଡ୍‌ରେ ଆଲେନର ବାଜିମାତ

ଭୁବନେଶ୍ୱର,୩।୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତବର୍ଷ ମଧ୍ୟ ଆଲେନ (ଆଲେନ କ୍ୟାରିଅର ଇନ୍‌ଷ୍ଟିଚ୍ୟୁଟ ପ୍ରାଇଭେଟ ଲିମିଟେଡ୍‌)ର ଛାତ୍ରୀଛାତ୍ରମାନେ ଜେଇଇ-ଆଡ୍‌ଭାନ୍ସଡ୍‌ ୨୦୨୫ର ଫଳାଫଳରେ ବାଜିମାତ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଆଇଆଇଟି କାନପୁର ପକ୍ଷରୁ ଜେଇଇ-ଆଡ୍‌ଭାନ୍ସଡ୍‌ ୨୦୨୫ର ଫଳାଫଳ ଘୋଷଣା କରାଯାଇଛି।

ଏହି ଫଳାଫଳ ଅନୁଯାୟୀ ଆଲେନ ଉଭୟ ସର୍ବଭାରତୀୟସ୍ତର ଓ ଭୁବନେଶ୍ୱର ଓଡ଼ିଶାରେ ଉତ୍କୃଷ୍ଟ ଫଳାଫଳ ପ୍ରଦାନ କରିଛି। ଏହି ପରିପ୍ରେକ୍ଷୀରେ ଆଲେନ ଭୁବନେଶ୍ୱର ସେଣ୍ଟର ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ସେଣ୍ଟର ଏବଂ ଷ୍ଟେଟ ଟପ୍ପରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଏ ନେଇ ଆଲେନ ଭୁବନେଶ୍ୱରର କେନ୍ଦ୍ର ମୁଖ୍ୟ ରଜନୀଶ ଶ୍ରୀବାସ୍ତବ କହିଛନ୍ତି, ଆମେ ଆମର ଶ୍ରେଷ୍ଠ ଫଳାଫଳ ହାସଲ କରି ବେଶ୍‌ ଉତ୍ସାହିତ ଅଛୁ। ଆଲେନ ଭୁବନେଶ୍ୱର କେନ୍ଦ୍ରର ହଂସ ଦାରୁକା ଜେଇଇ-ଆଡ୍‌ଭାନ୍ସଡ୍‌ ୨୦୨୫ ଫଳାଫଳରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କ (ଏଆଇଆର) ୩୯ ହାସଲ କରିଛନ୍ତି। ସେହିପରି ଏହି କେନ୍ଦ୍ରରୁ ନବନୀତ ପ୍ରିୟଦର୍ଶୀ ଏଆଇଆର-୯୭, ସମନ ପୋଦ୍ଦାର ଏଆଇଆର-୭୧୧ ଏବଂ ଶ୍ରେୟସ ସାମନ୍ତରୀ ଏଆଇଆର-୧୦୦୦ ହାସଲ କରିଛନ୍ତି। ସେହିଭଳି ଆଲେନ କ୍ୟାରିଅର ଇନ୍‌ଷ୍ଟିଚ୍ୟୁଟର ସିଇଓ ନୀତିନ କୁକ୍ରେଜା କହିଛନ୍ତି, ଆଲେନ କେବଳ ଅଲ୍‌ ଇଣ୍ଡିଆ ଟପ୍ପର୍‌ ସୃଷ୍ଟି କରିନାହିଁ ବରଂ ଟପ୍‌-୧୦ରେ ମଧ୍ୟ ୪ଟି ସ୍ଥାନ ହାସଲ କରିଛି। ଅପରପକ୍ଷରେ ଆଲେନର କୋଟା ସେଣ୍ଟର ଛାତ୍ର ଲଗାତର ୨ୟ ବର୍ଷ ପାଇଁ ଅଲ୍‌ ଇଣ୍ଡିଆ ଟପ୍ପର ତାଲିକାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

କିଟ୍‌ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…

ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୭ରେ କିଟ୍‌ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?