Posted inଜାତୀୟ

କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ: କହିଲେ ମତଦାତାଙ୍କୁ ଦିଆଯାଉନିି କି ଲାଞ୍ଚ!

ଆହ୍ଲାବାଦ,୨୦।୪: ଲୋକ ସଭା ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ଗରୀବଙ୍କୁ ବର୍ଷକୁ ୭୨ହଜାର ଟଙ୍କା ଦେବାନେଇ ଘୋଷଣା ଉପରେ ନୋଟିସ୍‌ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟ କଂଗ୍ରେସକୁ ନୋଟିସ କରିବା ସହ ଦଳକୁ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତିି ଯେ, ଏହା ମତାଦାତାଙ୍କୁ ଲାଞ୍ଚ ଦେବା ସପକ୍ଷରେ କାହିଁକି ଯାଉନାହିଁ। କ’ଣ ପାଇଁ ଦଳ ବିରୋଧରେ କଟକଣା ଓ ଅନ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ବୋଲି ହାଇକୋର୍ଟ ପ୍ରଶ୍ନ କରିଛନ୍ତି। ସେହିପରି କୋର୍ଟ ଏହି ମାମଲାରେ ନିର୍ବାଚନ ଆୟାଗଙ୍କୁ ମଧ୍ୟ ଜବାବ ତଲବ କରିଛନ୍ତି। କଂଗ୍ରେସ ଓ ଆୟାଗଙ୍କୁ ୨ସପ୍ତାହ ମଧ୍ୟରେ ନିଜ ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଭଳି ଘୋଷଣାପତ୍ର ଲାଞ୍ଚକୁ ପ୍ରୋତ୍ସାହନ ଦେବା ସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ କରାଯାଇଛି ବୋଲି ଆଇନଜୀବୀ ମୋହିତ କୁମାର ହାଇକୋର୍ଟରେ ଆବେଦନ କରିଥିଲେ। ଏହି ଆବେଦନ ଉପରେ ବିଚାରପତି ସୁଧିର ଅଗ୍ରଓ୍ବାଲ ଓ ରାଜେନ୍ଦ୍ର କୁମାରଙ୍କ ଖଣ୍ଡପୀଠ ଶୁଣାଣି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri