କାର୍ଯ୍ୟରେ ଯୋଗ ଦେଉ ନ ଥିବା ପାଇଲଟଙ୍କୁ ଆଲାଇନ୍ସ ଏୟାରର କାରଣ ଦର୍ଶାଅ ନୋଟିସ ଜାରି…

ନୂଆଦିଲ୍ଲୀ,୧୨।୪ : ଲଗାତାର ଦୁଇ ଦିନ ଧରି କାର୍ଯ୍ୟରେ ଯୋଗ ନ ଦେଇଥିବାରୁ ଆଲାଇନ୍ସ ଏୟାର ଏହାର ପାଇଲଟମାନଙ୍କୁ ସୋ କାରଣ ଦର୍ଶାଅ ନୋଟିସ ଜାରି କରିଛି। ଏୟାରଲାଇନ୍ସର ଜଣେ ଅଧିକାରୀ କହିଛନ୍ତି, ପାଇଲଟମାନେ ସୋମବାର ଷ୍ଟ୍ରାଇକ କରିଥିଲେ ଯାହା ମଙ୍ଗଳବାର ମଧ୍ୟ ଜାରି ରହିଥିଲା। ଫଳରେ ଏହା ବିମାନ ଚଳାଚଳ ଉପରେ ପ୍ରଭାବ ପକାଇଥିଲା।

୨୦୦ ପାଇଲଟ ଥିବା ଆଲିଆନ୍ସ ଏୟାରର ପ୍ରତିଦିନ ୧୩୦ ବିମାନ ଚଳାଚଳ କରିଥାଏ। ବିମାନ ସେବା ଅଧିକାରୀ କହିଛନ୍ତି, ସେମାନେ ପ୍ରି-କୋଭିଡ ସ୍ତରର ବେତନ ପୁଣି ପ୍ରଦାନ କରିବା ଏବଂ ଭତ୍ତା ପ୍ରଦାନ ନ କରାଯାଉଥିବାକୁ ବିରୋଧ କରିଥିଲେ। ଧର୍ମଘଟ ଯୋଗୁ ମଙ୍ଗଳବାର ପ୍ରାୟ ୭୦ ଟି ବିମାନର ଚଳାଚଳ ପ୍ରଭାବିତ ହୋଇଥିଲା।

ପାଇଲଟମାନଙ୍କୁ ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟରେ ଯୋଗ ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri