Posted inଜାତୀୟ

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। କୋଭିଡ୍‌ ମହାମାରୀ ଯୋଗୁ ଜନଗଣନା ପ୍ରାୟ ୬ ବର୍ଷ ବିଳମ୍ବ ହୋଇଥିବା ବେଳେ ଆଗାମୀ ଏପ୍ରିଲ ୧ରୁ ଏହି ମେଗା ଗଣନାର ୧୬ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି।

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପାର୍ଲାମେଣ୍ଟରେ ୨୦୨୬-୨୭ ବଜେଟ ଉପସ୍ଥାପନ କରିବା ବେଳେ ଜନଗଣା, ସର୍ଭେ ଏବଂ ପରିସଂଖ୍ୟାନ/ରେଜିଷ୍ଟ୍ରାର ଜେନେରାଲ ଅଫ୍‌ ଇଣ୍ଡିଆ (ଆର୍‌ଜିଆଇ) ପାଇଁ ୬,୦୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ

ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri