ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ

ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି । ବୈଠକରେ ଉପସ୍ଥିତ ହରେକୃଷ୍ଣ ବାରିକ, ସନ୍ତୋଷ ବାରିକ, ବୁଲୁ ବାରିକ, ଗୋବର୍ଦ୍ଧନ ପଶାଏତ, ଅମିତ ପଶାଏତ, ସୁମିତ ପଶାଏତ, ଅବିନାଶ ପଶାଏତ, ଅନିଲ ପଶାଏତ ପ୍ରମୁଖ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। କରୋନା ମହାମାରୀ ଯୋଗୁ ଅନେକ ସମୟରେ ଲକ୍‌ଡାଉନ, ଶଟଡାଉନ ହେବାରୁ ଅର୍ଥ ଉପାର୍ଜନ ବନ୍ଦ ହୋଇଯାଇଛି। ଆର୍ଥିକ ଅନାଟନ ମଧ୍ୟରେ ପରିବାର ପ୍ରତିପୋଷଣ କଷ୍ଟକର ହେଉଛି। ଧାର, କରଜ ବଢ଼ି ଚାଲିଛି । ସ୍ଥିତି ଜଟିଳ ହେବା ପୂର୍ବରୁ ସେଲୁନ ଖୋଲିବାକୁ ଦେଲେ ପିଲାଛୁଆଙ୍କ ମୁହଁରେ ଆହାର ଦେଇପାରିବୁ ବୋଲି ବୈଠକରେ ଉପସ୍ଥିତ ସେଲୁନ ଦୋକାନୀମାନେ କହିଛନ୍ତି । ପ୍ରଶାସନ ଏହା ଉପରେ ବିଚାର କରିବାକୁ ଦାବି ହେଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

୩ ଆଇପିଏସ୍‌ଙ୍କୁ ପଦୋନ୍ନତି, ମିଳିଲା ଡିଜି ପାହ୍ୟା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟ ସରକାର ଶନିବାର ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୩ଜଣ ବରିଷ୍ଠ ଆଇପିଏସ୍‌ ସତ୍ୟଜିତ ମହାନ୍ତି, ମନୋଜ...

‘ସୁଗମ ଯୋଜନା’: ୧୫ ଦିନରେ ୪୭୪୮ ପ୍ରବାସୀଙ୍କୁ ଗନ୍ତବ୍ୟ ସ୍ଥଳରେ ଛାଡ଼ିଲାଣି ଗଞ୍ଜାମ ପ୍ରଶାସନ, ୧୭ ହଜାରଙ୍କୁ ଖାଦ୍ୟ ପ୍ୟାକେଟ୍‌

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦେଇ ଯାଉଥିବା ପ୍ରବାସୀ ଶ୍ରମିକମାନଙ୍କୁ ନିଜ ଜ଼ିଲା ଓ ଏହି ଜିଲାର ବିଭିନ୍ନ ଅଞ୍ଚଳଞ୍‌କୁ ସୁଗମ ଯୋଜନାରେ ପ୍ରଶାସନ ପକ୍ଷରୁ...

ଭାଜପାର ଦୋମୁହାଁ ନୀତିକୁ ନେଇ ଚର୍ଚ୍ଚା

କେନ୍ଦୁଝର,୨୪ା୧(ସ୍ବ.ପ୍ର.): ସମାଜିକକର୍ମୀ ନୈନା ସାହୁ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନମୋଡ଼ ନେଉଛି। ପ୍ରଥମେ ଦୁର୍ଘଟଣା ପରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ। ଏନେଇ...

ଟୋକନରେ ତ୍ରୁଟି, ଧାନ ବିକ୍ରି ହୋଇପାରୁନି

ବରଗଡ଼ ଅଫିସ୍‌,୧୬ା୫: ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ମାତ୍ର ଧାନ ସଂଗ୍ରହ ଆରମ୍ଭରୁ ନାନା ଅବ୍ୟବସ୍ଥା ଯୋଗୁ ଚାଷୀମାନେ ଧାନ ବିକ୍ରି କରି...

ବିଗିଡିବାରେ ଲାଗିଲାଣି କୋଭିଡ୍‌ ସ୍ଥିତି,ବସିବ ସମୀକ୍ଷା ବୈଠକ

ଭୁବନେଶ୍ୱର,୪।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍‌ ସ୍ଥିତିକୁ ନେଇ ମଙ୍ଗଳବାର ସମୀକ୍ଷା ବୈଠକ କରିବେ। ଅପରାହ୍ନ ୫ଟାରେ ଏହି ବୈଠକ ହେବା ନେଇ ସୂଚନା ରହିଛି।...

ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ

ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି...

କଟକ: ଆଉ ଦୁଇଦିନ ବଢ଼ିଲା ଶଟ୍‌ଡାଉନ ଅବଧି

କଟକ ଅଫିସ,୭ା୭- କଟକ ସହରରେ ଜାରି ହୋଇଥିବା ଶଟ୍‌ଡାଉନ ଅବଧିକୁ ବୃଦ୍ଧି କରିଛି ସିଏମ୍‌ସି। ପୂର୍ବରୁ ବୁଧବାର ମଧ୍ୟରାତ୍ରି ଯାଏ ଶଟ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ତାହାକୁ...

ମହିଳା ବୋହିଲେ ଦୋଳ ବିମାନ

ବଲାଙ୍ଗୀର ଅଫିସ,୧୮।୩: ବଲାଙ୍ଗୀର ଜିଲା ଯାଦବ ମହାସଭା ପକ୍ଷରୁ ମହାସମାରୋହରେ ଦୋଳ ମହୋତ୍ସବ ପାଳିତ ହୋଇଯାଇଛି। ୩ ଦିନ ଧରି ଆୟୋଜିତ ଏହି ମହୋତ୍ସବର ଶୁକ୍ରବାର...

Advertisement
Archives

Model This Week