Posted inଜାତୀୟ

ୟୁନିଫର୍ମ ରଙ୍ଗର ହିଜାବ ପିନ୍ଧିବାକୁ ଅନୁମତି ଦିଆଯାଉ

ବାଙ୍ଗାଲୁରୁ,୧୫।୨: କେନ୍ଦ୍ରୀୟ ବିଦ୍ୟାଳୟରେ ମୁସଲିମ ଛାତ୍ରୀଙ୍କୁ ସ୍କୁଲ ୟୁନିଫର୍ମ ସହ ମ୍ୟାଚ୍‌ କରୁଥିବା ରଙ୍ଗର ହେଡ୍‌ସ୍କାର୍ଫ ପିନ୍ଧିବାକୁ ବିକଳ୍ପ ଦିଆଯାଇଛି। ଏହାକୁ ଆଧାର କରି ସମାନ ଅନୁମତି ଦେବାକୁ କର୍ନାଟକ ହାଇକୋର୍ଟରେ ସରକାରୀ ଶିକ୍ଷାନୁଷ୍ଠାନରେ ହିଜାବ ପ୍ରତିବନ୍ଧକ ବିରୋଧରେ ଆବେଦନକାରୀଙ୍କ ପାଇଁ ମାମଲା ଲଢ଼ୁଥିବା ଓକିଲ କହିଛନ୍ତି।

ମୁଖ୍ୟ ବିଚାରପତି ରିତୁ ରାଜ ଅଓ୍ବସ୍ଥୀ, ଜଷ୍ଟିସ ଜେ ଏମ୍‌ ଖାଜି ଓ ଜଷ୍ଟିସ କ୍ରିଷ୍ଣା ଏମ୍‌ ଦିକ୍ସିତଙ୍କୁ ନେଇ ଗଠିତ ଖଣ୍ଡପୀଠ ହିଜାବ ପ୍ରତିବନ୍ଧକ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି କରୁଛନ୍ତି। ଏହି ଖଣ୍ଡପୀଠକୁ ଉଡୁପି ସରକାରୀ କଲେଜର ଛାତ୍ରୀଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ବରିଷ୍ଠ ଆଡ୍‌ଭୋକେଟ୍‌ ଦେବଦତ୍ତ କାମତ କହିଛନ୍ତି, ମୁସଲିମ ଛାତ୍ରୀଙ୍କୁ ସ୍କୁଲ ୟୁନିଫର୍ମ ରଙ୍ଗର ହିଜାବ ପିନ୍ଧିବାକୁ କେନ୍ଦ୍ରୀୟ ବିଦ୍ୟାଳୟ ଅନୁମତି ଦେଇଛି। ଏପରି କି କେନ୍ଦ୍ରୀୟ ବିଦ୍ୟାଳୟ ଆଜି ମଧ୍ୟ ନୋଟିଫିକେଶନ ଜରିଆରେ ଏହାକୁ ଅନୁମତି ଦେଇଛି। ଜାତୀୟ ସ୍ତରରେ ଏହା ପରମ୍ପରା ପାଲଟିଛି। ସରକାର ମଧ୍ୟ ମୁଣ୍ଡ ଘୋଡ଼ାଇବା ସ୍କାର୍ଫର ବ୍ୟବହାର ପାଇଁ ଅନୁମତି ଦେଉଛନ୍ତି। ଆଉ ଏହି ଅଧିକାର ସମ୍ବିଧାନର ୨୫ ତମ ଧାରା ଦେଉଛି।

ଏହି ମାମଲାର ଶୁଣାଣି ମଙ୍ଗଳବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

୧୦ ବର୍ଷରେ ୧୫୨ ପ୍ରଶ୍ନପତ୍ର ଲିକ୍‌, କାହାକୁ ବି ମିଳିନି ଦଣ୍ଡ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୨୩ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଆନ୍ଦୋଳନ କରୁଥିବା ଛାତ୍ରୀଛାତ୍ରମାନେ କୌଣସି ଆତଙ୍କବାଦୀ ନୁହଁନ୍ତି। ସେମାନେ କେବଳ ଏକ ନିରପେକ୍ଷ ଓ ସ୍ବଚ୍ଛ ଶିକ୍ଷା ବ୍ୟବସ୍ଥା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri