ଭତ୍ତା ଟଙ୍କା ଲୁଟ୍‌: ଧରାପଡ଼ିଲେ ଗ୍ୟାଙ୍ଗର ୬ ଯୁବକ

କଣ୍ଟାବାଞ୍ଜି,୨୪।୧୦: ଭତ୍ତା ଟଙ୍କା ଲୁଟ ଘଟଣାରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୋଲିସ ଲୁଟେରା ଗ୍ୟାଙ୍ଗର ୬ଜଣଙ୍କୁ ଧରିବାରେ ସଫଳ ହୋଇଛି। ପୋଲିସ ସେମାନଙ୍କ ନିକଟରୁ ୨ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛି। ଏପରି କି ଘଟଣାରେ ସମ୍ପୃକ୍ତ ଆଉ ୨ ଅଭିଯୁକ୍ତ ଫେରାର ଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ଗତ ୨୨ ତାରିଖରେ ମୁରିବାହାଲ ଟୁପାଉଡ଼ାର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ତାଙ୍କ ୨ ସହଯୋଗୀ ଟିଟିଲାଗଡ଼ ବ୍ୟାଙ୍କରୁ ୯ ଲକ୍ଷ ୭୫ ହଜାର ଭତ୍ତା ଟଙ୍କା ଉଠାଇ ଆସୁଥିଲେ।

ସେତିକିବେଳେ ଦୁବୃର୍ତ୍ତମାନେ ସେମାନଙ୍କ ଅଟକାଇ ଆକ୍ରମଣ କରିଥିଲେ। ପରେ ସେମାନେ ଧରିଥିବା ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ। ଏନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କଣ୍ଟାବାଞ୍ଜି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ପରେ ଲୁଟେରା ଗ୍ୟାଙ୍ଗର ୬ ଜଣଙ୍କୁ ଧରିବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?