ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୧୯ା୯(ଭୁବନେଶ୍ୱର): ପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ବର୍ଦ୍ଧିତ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ୩ ପ୍ରତିଶତ ଡିଏ ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁୟାରୀ ପହିଲାରୁ ଲାଗୁ ହେବ।

ପେନ୍‌ସନ୍‌ଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। କର୍ମଚାରୀ ଓ ପେନ୍‌ସନ୍‌ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁୟାରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ଦିଆଯିବ। ଫଳରେ ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍‌ସନ୍‌ଭୋଗୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଶେଷ ବେଳକୁ ବିଜେଡରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ  ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri