ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୧୯ା୯(ଭୁବନେଶ୍ୱର): ପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ବର୍ଦ୍ଧିତ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଛି। ଅର୍ଥାତ୍‌ ୩ ପ୍ରତିଶତ ଡିଏ ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜାନୁୟାରୀ ପହିଲାରୁ ଲାଗୁ ହେବ।

ପେନ୍‌ସନ୍‌ଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। କର୍ମଚାରୀ ଓ ପେନ୍‌ସନ୍‌ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁୟାରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ଦିଆଯିବ। ଫଳରେ ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍‌ସନ୍‌ଭୋଗୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri