Posted inଖେଳ

ଆଇନଗତ ଅଡ଼ୁଆରେ ନୀତୀଶ

ନୂଆଦିଲ୍ଲୀ,୨୭ା୭: ଭାରତୀୟ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀ ଆଇନଗତ ଅଡ଼ୁଆରେ ପଡ଼ିଛନ୍ତି। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଭାରତୀୟ ଦଳର ଅଂଶ ଥିବା ନୀତୀଶ ତୃତୀୟ ମ୍ୟାଚ୍‌ ପରେ ଇଞ୍ଜୁରୀ କାରଣରୁ ବଳକା ମ୍ୟାଚ୍‌ରୁ ବାଦ୍‌ ପଡ଼ିଥିଲେ। ସେ ଭାରତ ଫେରିବା ପରେ ତାଙ୍କ ବିରୋଧରେ ତାଙ୍କର ପୂର୍ବତନ ଏଜେଣ୍ଟ ଏକ ମକଦ୍ଦମା କରିଛନ୍ତି, ଯେଉଁଥିରେ ତାଙ୍କ ଏଜେଣ୍ଟ ଦରମା ବାବଦକୁ ବକେୟା ଥିବା ୫ କୋଟି ଟଙ୍କା ପୈଠ କରିବାକୁ ଦାବି କରିଛନ୍ତି। ପୂର୍ବରୁ ରେଡ୍ଡୀଙ୍କୁ ମ୍ୟାନେଜ କରୁଥିବା ସ୍କୋୟାର ଦି ଓ୍ବାନ ଏଜେନ୍ସି ବକେୟା ଟଙ୍କା ଲାଗି କୋର୍ଟର ଦ୍ୱାରସ୍ଥ ହୋଇଛି।

ଏକ ଇଂଲିଶ ଖବରକାଗଜରେ ପ୍ରକାଶିତ ରିପୋର୍ଟ ମୁତାବକ, ରେଡ୍ଡୀ ଅଷ୍ଟ୍ରେଲିଆ ବିପକ୍ଷ ବର୍ଡର-ଗାଭାସ୍କର ଟ୍ରଫି ବେଳେ ନୂଆ ମ୍ୟାନେଜର ବାଛିଥିଲେ। ଏଥିଯୋଗୁ ସ୍କୋୟାର ଦି ଓ୍ବାନ ସହ ତାଙ୍କର ୪ ବର୍ଷର ସମ୍ପର୍କ ଶେଷ ହୋଇଥିଲା। ତେବେ ସେ ଟଙ୍କା ପରିଶୋଧ କରି ନ ଥିବା ଏଜେନ୍ସି ପକ୍ଷରୁ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୫ବର୍ଷ ପାଇଁ ଭାରତର ଗ୍ୟାସ ଯୋଗାଣ ଉପରେ ପ୍ରଭାବ…’ LNG ପ୍ଲାଣ୍ଟ ନଷ୍ଟ ହେବା ପରେ କାତାରର ବଡ଼ ବୟାନ

ନୂଆଦିଲ୍ଲୀ,୨୦।୩: କାତାର ଏନର୍ଜିର ସିଇଓ ଏବଂ ଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସାଦ ଅଲ-କାବି କହିଛନ୍ତି ଯେ ଇରାନ ଆକ୍ରମଣ କାତାରର ପ୍ରାୟ ୧୭ ପ୍ରତିଶତ ଏଲଏନଜି ରପ୍ତାନି…

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର

ତେହରାନ୍‌,୨୦।୩: ଆମେରିକା-ଇରାନ୍‌ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri