ବ୍ଲକବଷ୍ଟର ଫିଲ୍ମ ‘ପୁଷ୍ପା’ ଲାଗି ଅଲ୍ଲୁ ଜିତିଲେ ଜାତୀୟ ପୁରସ୍କାର

ବମ୍ବେ: ୨୦୨୧ରେ ଫିଲ୍ମ ‘ପୁଷ୍ପା’ ଜରିଆରେ ଦର୍ଶକଙ୍କ ବାହାବାଃ ସାଉଁଟିଥିଲେ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ଏବେ ଏହି ଫିଲ୍ମ ଲାଗି ତାଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ପୁରସ୍କାର ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ହାତରୁ ତାଙ୍କୁ ଏହି ସମ୍ମାନ ମିଳିଛି।

ମଙ୍ଗଳବାର ଦିଲ୍ଲୀର ବିଜ୍ଞାନ ଭବନରେ ୬୯ତମ ଜାତୀୟ ଫିଲ୍ମ ପୁରସ୍କାର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ସମସ୍ତ ବିଜେତାମାନଙ୍କୁ ପୁରସ୍କୃତ କରିଥିଲେ। ଜାତୀୟ ଫିଲ୍ମ ପୁରସ୍କାର ଲାଗି ବିଜେତାମାନଙ୍କ ନାମ ଅଗଷ୍ଟ ୨୪ରେ ଜାରି କରାଯାଇଥିଲା। ଏଥିରେ ଅଲ୍ଲୁଙ୍କ ନାମ ଥିବା ଜଣାପଡ଼ଇଥିଲା। ତେବେ ଚୟନ ପରେ ତାଙ୍କ ଘରେ ଉତ୍ସବର ମାହୋଲ ଦେଖିବାକୁ ମିଳିଥିଲା। ପ୍ରଶଂସକମାନେ ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri