ମଦ କମ୍ପାନୀ ବିଜ୍ଞାପନକୁ ମନା କରି ପୁଣି ଚର୍ଚ୍ଚାରେ ଅଲ୍ଲୁ ଅର୍ଜୁନ୍‌

ସାଉଥ୍‌ ସୁପରଷ୍ଟାର୍‌ ଅଲ୍ଲୁ ଅର୍ଜୁନ୍‌ ଲୁକ୍‌ ଏବଂ ଜବରଦସ୍ତ ଅଭିନୟକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ପାନ ମସଲା ବିଜ୍ଞାପନକୁ ମନା କରି ପ୍ରସଂଶା ସାଉଟିଥିଲେ। ବର୍ତ୍ତମାନ ମଦ କମ୍ପାନୀର ବିଜ୍ଞାପନକୁ ମନା କରିଦେଇଛନ୍ତି। ଯାହାକୁ ନେଇ ସେ ରିଅଲ ହିରୋ ପାଲଟି ଯାଇଛନ୍ତି।

ଅଲ୍ଲୁ ପୂର୍ବରୁ ଏକ ପାନ ମସଲାର ବିଜ୍ଞାପନ କରିବାକୁ ମନା କରି ଦେଇଥିଲେ। ଏହି ବିଜ୍ଞାପନ ପାଇଁ ଅଲ୍ଲୁଙ୍କୁ ଅନେକ ଟଙ୍କା ଅଫର ମଧ୍ୟ କରାଯାଇଥିଲା। ହେଲେ ସେ ସିଧାସଳଖ ମନା କରିଦେଇଥିଲେ। ଆଉ ଏବେ ଏକ ମଦ କମ୍ପାନୀର ବିଜ୍ଞାପନ କରିବାକୁ ପାଇଥିବା କୋଟି କୋଟି ଟଙ୍କାର ଅଫରକୁ ବି ମନା କରି ଦେଇଛନ୍ତି। ସୋସିଆଲ ମିଡିଆରେ ୟୁଜର୍ସ ଏହି ଖବର ଜାଣିବା ପରେ ଅଲ୍ଲୁଙ୍କୁ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?