ଅଲ୍ଲୁ ଅର୍ଜୁନଙ୍କ ଲଭ ଷ୍ଟୋରୀ ….

ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ସାଉଥ ଇଣ୍ଡଷ୍ଟ୍ରିରୁ ଆରମ୍ଭ କରି ବଲିଉଡ ପର୍ଯ୍ୟନ୍ତ ଲକ୍ଷାଧିକ ପ୍ରଶଂସକ। ନିକଟରେ ରିଲିଜ ହୋଇଥିବା ଫିଲ୍ମ ପୁଷ୍ପାକୁ ନେଇ ସେ ବେଶ ଲୋକ ପ୍ରିୟ ହୋଇଥିଲେ। ଏବେ ଦର୍ଶକ ଏହାର ସିକ୍ୱେଲକୁ ଅପେକ୍ଷା କରିିଛନ୍ତି । ଅଲ୍ଲୁ ତାଙ୍କ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ତାଙ୍କ ବୃତ୍ତିଗତ ଜୀବନ ସହିତ, ତାଙ୍କର ବ୍ୟକ୍ତିଗତ ଜୀବନ ମଧ୍ୟ ଅତ୍ୟନ୍ତ ଆକର୍ଷଣୀୟ ।
୬ ମାର୍ଚ୍ଚ ୨୦୧୧ ମସିହାରେ ସ୍ନେହା ରେଡ୍ଡୀଙ୍କ ସହ ଅଲ୍ଲୁଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଅଲ୍ଲୁଙ୍କ ସ୍ତ୍ରୀ ସ୍ନେହା ରେଡ୍ଡୀ କୌଣସି ଅଭିନେତ୍ରୀମାନଙ୍କ ଠାରୁ କମ ନୁହଁନ୍ତି । ତାଙ୍କର ଗୋଟିଏ ପୁଅ ଏବଂ ଝିଅ ରହିଛି । ଜଣେ ବନ୍ଧୁଙ୍କ ବିବାହରେ ଅଲୁ ପ୍ରଥମ ଥର ପାଇଁ ସ୍ନେହାଙ୍କୁ ଭେଟିଥିଲେ । ପ୍ରଥମ ଦେଖାରେ ହିଁ ସ୍ନେହାଙ୍କୁ ପ୍ରେମ କରି ବସିଥିଲେ। ଧିରେ ଧିରେ ଦୁହେଁ ପରସ୍ପର ପ୍ରତି ନିକଟତର ହେଲେ । ସେହି ସମୟରେ ସ୍ନେହା ମାଷ୍ଟର ଡିଗ୍ରୀ ଶେଷ କରି ଆମେରିକାରୁ ଫେରି ଆସିଥିଲେ। ସ୍ନେହା ହାଇଦ୍ରାବାଦର ଜଣେ ବ୍ୟବସାୟୀଙ୍କ ଝିଅ ଥିଲେ। ସେତେବେଳକୁ ଅଭିନେତା ଭାବେ ଚଳଚ୍ଚିତ୍ରରେ ଅଲ୍ଲୁ ନିଜର ପରିଚୟ ସୃଷ୍ଟି କରି ସାରିଥିଲେ । ବ୍ୟବସାୟୀଙ୍କ ଝିଅ ହୋଇଥିବାରୁ ଫିଲ୍ମ ତାରକାଙ୍କୁ ବିବାହ କରିବାକୁ ପରିବାର ସଦସ୍ୟଙ୍କର ଅନୁମତି ନ ଥିଲା। ଏହି କାରଣରୁ, ସ୍ନେହାଙ୍କ ପରିବାର ଏହି ସମ୍ପର୍କ ପାଇଁ ସମ୍ପୂର୍ଣ୍ଣ ଭାବେ ମନା କରିଦେଇଥିଲେ। କିନ୍ତୁ ଅଲ୍ଲୁ ଏବଂ ସ୍ନେହା ପରସ୍ପରକୁ ଛାଡିବାକୁ ଚାହୁଁ ନ ଥିଲେ। ସ୍ନେହାଙ୍କ ପରିବାରକୁ ମନାଇବା ପାଇଁ ଅଲୁଙ୍କୁ ଅନେକ ପରିଶ୍ରମ କରିବାକୁ ପଡିଥିଲା । ଶେଷରେ ତାଙ୍କ ପରିବାର ଦୁହିଁଙ୍କ ବିବାହ ପାଇଁ ରାଜି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri