ରିଲିଜ୍ ପୂର୍ବରୁ ଅଡୁଆରେ ‘ପୁଷ୍ପା’!

ମୁମ୍ବାଇ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ମୋଷ୍ଟ ୱାଣ୍ଟେଡ ଫିଲ୍ମ ‘ପୁଷ୍ପା-ଦ ରାଇଜ’ ଆସନ୍ତା ୧୭ ତାରିଖରେ ରିଲିଜ୍ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ମିଳିଥିବା ଖବରରୁ ଜଣାପଡିଛି ମେକର୍ସଙ୍କ ବିରୋଧରେ ଅଭିଯୋଗ ହୋଇଛି । କୁହାଯାଇଛି କି ମେକର୍ସଙ୍କ ଯୋଗୁ ଲୋକଙ୍କ ଜୀବନ ବିପଦକୁ ଯାଉଛି । ଜନ ସାଧାରଣ ବି କହିଛନ୍ତି ଫିଲ୍ମ ରିଲିଜ୍ ହେଲେ ଅସୁବିଧା ଉପୁଜିପାରେ ।
ସୂଚନାଯୋଗ୍ୟ, ରବିବାର ଫିଲ୍ମର ପ୍ରି-ରିଲିଜ୍ କାର୍ଯ୍ୟକ୍ରମ ପାଇଁ ନିର୍ମାତା କେବଳ ୫ହଜାର ଲୋକଙ୍କୁ ଅନୁମତି ଦେଇଥିଲେ । ହେଲେ ପୋଲିସ ଅଭିଯୋଗ କରିଛି କି ମେକର୍ସ ପ୍ରି-ରିଲିଜ କାର୍ଯ୍ୟକ୍ରମ ପାଇଁ ୧୫ ହଜାରରୁ ଅଧିକ ପାସ୍ ବାଣ୍ଟିଥିଲେ । ଏହାଦ୍ୱାରା କରୋନା ନିୟମର ଖୋଲାଖୋଲି ଉଲ୍ଲଂଘନ ହୋଇଥିବା ଅଭିଯୋଗ କରାଯାଇଛି । ତେଣୁ କୁହାଯାଇଛି କି ମେକର୍ସଙ୍କ ପାଇଁ ସାଧାରଣ ଲୋକଙ୍କ ଜୀବନ ବିପଦକୁ ଯାଉଛି । ଆଗକୁ ଫିଲ୍ମ ରିଲିଜ୍ ହେଲେ ଏହି ଅସୁବିଧା ଦେଖାଯିବା ସହ କରୋନା ସଂକ୍ରମଣ ବୃଦ୍ଧିର ଆଶଙ୍କା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri