ରିଲିଜ୍ ପୂର୍ବରୁ ଅଡୁଆରେ ‘ପୁଷ୍ପା’!

ମୁମ୍ବାଇ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ମୋଷ୍ଟ ୱାଣ୍ଟେଡ ଫିଲ୍ମ ‘ପୁଷ୍ପା-ଦ ରାଇଜ’ ଆସନ୍ତା ୧୭ ତାରିଖରେ ରିଲିଜ୍ ହେବାକୁ ଯାଉଛି । ହେଲେ ଏହା ପୂର୍ବରୁ ମିଳିଥିବା ଖବରରୁ ଜଣାପଡିଛି ମେକର୍ସଙ୍କ ବିରୋଧରେ ଅଭିଯୋଗ ହୋଇଛି । କୁହାଯାଇଛି କି ମେକର୍ସଙ୍କ ଯୋଗୁ ଲୋକଙ୍କ ଜୀବନ ବିପଦକୁ ଯାଉଛି । ଜନ ସାଧାରଣ ବି କହିଛନ୍ତି ଫିଲ୍ମ ରିଲିଜ୍ ହେଲେ ଅସୁବିଧା ଉପୁଜିପାରେ ।
ସୂଚନାଯୋଗ୍ୟ, ରବିବାର ଫିଲ୍ମର ପ୍ରି-ରିଲିଜ୍ କାର୍ଯ୍ୟକ୍ରମ ପାଇଁ ନିର୍ମାତା କେବଳ ୫ହଜାର ଲୋକଙ୍କୁ ଅନୁମତି ଦେଇଥିଲେ । ହେଲେ ପୋଲିସ ଅଭିଯୋଗ କରିଛି କି ମେକର୍ସ ପ୍ରି-ରିଲିଜ କାର୍ଯ୍ୟକ୍ରମ ପାଇଁ ୧୫ ହଜାରରୁ ଅଧିକ ପାସ୍ ବାଣ୍ଟିଥିଲେ । ଏହାଦ୍ୱାରା କରୋନା ନିୟମର ଖୋଲାଖୋଲି ଉଲ୍ଲଂଘନ ହୋଇଥିବା ଅଭିଯୋଗ କରାଯାଇଛି । ତେଣୁ କୁହାଯାଇଛି କି ମେକର୍ସଙ୍କ ପାଇଁ ସାଧାରଣ ଲୋକଙ୍କ ଜୀବନ ବିପଦକୁ ଯାଉଛି । ଆଗକୁ ଫିଲ୍ମ ରିଲିଜ୍ ହେଲେ ଏହି ଅସୁବିଧା ଦେଖାଯିବା ସହ କରୋନା ସଂକ୍ରମଣ ବୃଦ୍ଧିର ଆଶଙ୍କା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚଙ୍କି ପାଣ୍ଡେ କରିପାରି ନ ଥିବା କାମ କରି ଦେଖାଇଲେ ଝିଅ ଅନନ୍ୟା

ଅଭିନୟ କ୍ୟାରିୟରରେ ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେ ଯେଉଁ କାମ କରିପାରି ନାହାନ୍ତି ତାହା ତାଙ୍କ ଝିଅ ଅନନ୍ୟା କରି ଦେଖାଇଛନ୍ତି। ଏ କଥା ନିଜେ...

ପ୍ରଭାସଙ୍କ ପୁରା ନାଁ ଶୁଣି ଉଡିଗଲା ଦର୍ଶକଙ୍କ ହୋସ୍‌

ମୁମ୍ବାଇ: ବାହୁବଳୀ ଫେମ୍‌ ପ୍ରଭାସ ଏବେ ବଲିଉଡ୍‌ ମୁଭି ‘ସାହୋ’ରେ ଅଭିନୟ କରିଛନ୍ତି। ତାଙ୍କ ବିପକ୍ଷର ନାୟିକା ଅଛନ୍ତି ଶ୍ରଦ୍ଧା କପୁର। ଏବେ ଶ୍ରଦ୍ଧା ଓ...

ଜ୍ୟାକ୍‌ଲିନଙ୍କ ପାଇଁ ପାଗଳ ସୁକେଶ

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ଙ୍କୁ ଜେଲ୍‌ରେ ଥାଇ ଚିଠି ଲେଖିଛନ୍ତି ପ୍ରେମିକ ସୁକେଶ ଚନ୍ଦ୍ରଶେଖର। କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ଜେଲରେ ସଜା କାଟୁଥିବା...

ଟ୍ରମ୍ପଙ୍କ ଗସ୍ତକୁ ନେଇ ରାମ ଗୋପାଳ ବର୍ମାଙ୍କ ଟୁଇଟ୍‌ ହେଉଛି ଭାଇରାଲ

ମୁମ୍ବାଇ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀଙ୍କ ସହ ଆସନ୍ତା ୨୪-୨୫ ତାରିଖରେ ଭାରତ ଆସୁଛନ୍ତି। ତାଙ୍କ ଗସ୍ତକୁ ନେଇ ଭିନ୍ନ ଭିନ୍ନ ଖବର...

ଶ୍ରେଷ୍ଠ ଟେଲି ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’, ଧାରାବାହିକ ‘ସର୍‌ଗମ୍‌’

ଭୁବନେଶ୍ୱର,୧୫।୨(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି) ସହଯୋଗରେ ଉତ୍କଳ ମଣ୍ଡପଠାରେ ଚାଲିଥିବା ୩୧ତମ ରାଜ୍ୟ ଓଡ଼ିଆ...

ଅନନ୍ୟା ଏମିତି କଲେ ମୁଁ ମରିଯିବି: ଭାବନା

ମୁମ୍ବାଇ: ‘କଫି ୱିଥ କରନ ୭’ ଏହି ଚାଟ ଶୋ’କୁ ନେଇ ଏବେ ଖୁବ୍ ଚର୍ଚ୍ଚା । ଏହାର ୧୨ ତମ ଏପିସୋଡରେ ଗୌରି ଖାଁ,...

ବଲିଉଡ ଅଭିନେତ୍ରୀଙ୍କ ପ୍ରେମରେ ପଡିଥିଲେ ନାଗାର୍ଜୁନ

ଚେନ୍ନାଇ: ସାଉଥ ସୁପରଷ୍ଟାର ନାଗାର୍ଜୁନ ଅକ୍କିନେନିଙ୍କ ପରିଚୟର ଆବଶ୍ୟକତା ବୋଧହୁଏ ନାହିଁ । କେବଳ ସାଉଥ୍ କାହିଁକି ବଲିଉଡରେ ବି ସେ ଅଭିନୟ ଜରିଆରେ ନିଜର...

ସିନ୍ଥିରେ ସିନ୍ଦୁର, ମଥାରେ ଲାଲ ବିନ୍ଦି; କିଛି ଏଭଳି ଢଙ୍ଗରେ ଶାଶୁଘରେ ପ୍ରଥମ କରଓ୍ବାଚୌଥ ପାଳିଲେ ଅଭିନେତ୍ରୀ

ବମ୍ବେ: ବିବାହ ପରେ ପ୍ରଥମ କରଓ୍ବାଚୌଥ ପାଳିଲେ ବଲିଉଡ୍‌ ଅଭିନେତ୍ରୀ କଟ୍ରିନା କୈଫ। ସ୍ବାମୀ ବିକ୍କି କୌଶଲଙ୍କ ପାଇଁ ସେ ବ୍ରତ ରଖିଥିଲେ। ଶାଶୁଶ୍ୱଶୁରଙ୍କ ସହ...

Advertisement
Archives

Model This Week