୧୧ତମ ବିବାହ ବାର୍ଷିକୀ ପାଳନ କଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ପତ୍ନୀ ସ୍ନେହା ରେଡ୍ଡିଙ୍କ ସହ ୧୧ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି । ଅଭିନେତା ତଥା ପୁଷ୍ପା ଫେମ ବିବାହ ବାର୍ଷିକୀ ଅବସରରେ କେକ କାଟୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଏହା ଶେୟାର କରିବା ସହ ସେ ଲେଖିଛନ୍ତି ହାପି ଆନିଭର୍ସାରୀ କ୍ୟୁଟି, ୧୧ ବର୍ଷର ସାଥି ।
ଟଲିଉଡର ଏହି ଚର୍ଚ୍ଚିତ ଯୋଡି ପ୍ରଥମେ ଜଣେ କମନ ଫ୍ରେଣ୍ଡଙ୍କ ବିବାହରେ ଦେଖା ହୋଇଥିଲେ । ଏହାପରେ ୨୦୧୧ରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇ ଯାଇଥିଲେ । ଦୀର୍ଘ ୧୧ ବର୍ଷର ଏହି ସମ୍ପର୍କ ଆଜିବି ପୂର୍ବଭଳି ରହିଛି । ଏଥିରେ କିଛି ବି ବାଧା ଆସି ନ ଥିବା କୁହନ୍ତି ଅଲ୍ଲୁ ଅର୍ଜୁନ ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri