ଫିସ୍‌ ବଢାଇଲେ ଅଲ୍ଲୁ ଅର୍ଜୁନ, ଏବେ ଗୋଟିଏ ଫିଲ୍ମକୁ ନେବେ…

ସାଉଥ ସୁପରଷ୍ଟାର୍‌ ଅଲ୍ଲୁ ଅର୍ଜୁନ ଭାରତୀୟ ସିନେମାରେ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଅଭିନେତା ହେବାକୁ ଯାଉଛନ୍ତି। ତାଙ୍କ ଫିଲ୍ମ ‘ପୁଷ୍ପା: ଦି ରାଇଜ୍‌’ ନିକଟରେ ୩୦୦ କୋଟି ଟଙ୍କାର କ୍ଲବରେ ପ୍ରବେଶ କରିଛି। ମହାମାରୀ ସମୟରେ ଏତେ ରୋଜଗାର କରିବାର ଏକମାତ୍ର ଫିଲ୍ମ ହୋଇପାରିଛି। ଅଲ୍ଲୁ ଅର୍ଜୁନ ଏଟ୍‌ଲିଙ୍କ ସହ ଏକ ଫିଲ୍ମ କରିବାକୁ ଯାଉଛନ୍ତି। ଫିଲ୍ମଟି ଲାଇକା ପ୍ରଡକ୍ସନ୍ସ ଦ୍ୱାରା ନିର୍ମିତ ହେବାକୁ ଯାଉଛି। ଏହି ପ୍ରଡକ୍ସନ ପୂର୍ବରୁ ୨.୦, ଏବଂ ଦରବାର୍‌ ଭଳି ଫିଲ୍ମ ନିର୍ମାଣ କରିଥିଲେ। ଲାଇକା ତାଙ୍କ ପରବର୍ତ୍ତୀ ଫିଲ୍ମ ପାଇଁ ଅଲ୍ଲୁଙ୍କୁ ୧୦୦ କୋଟି ଟଙ୍କା ଅଫର ଦେଇଛନ୍ତି। ତେବେ, ଏହି ପ୍ରସଙ୍ଗରେ କେତେ ସତ୍ୟ ଅଛି, ସମୟ ଆସିଲେ ଏହା ଜଣା ପଡିବ।
ଏଥି ସହିତ, ‘ପୁଷ୍ପା: ଦି ରାଇଜ’ର ଚମତ୍କାର ସଫଳତା ଅଲ୍ଲୁଙ୍କ ମେଗା ଷ୍ଟାରଡମ ଆହୁରି ବୃଦ୍ଧି ପାଇଛି। ଏଥି ସହିତ, ମକର ସଂକ୍ରାନ୍ତି ଅବସରରେ ଅଲ୍ଲୁ ଇନଷ୍ଟାଗ୍ରାମରେ ତାଙ୍କର ୧୫ ନିୟୁତ ଫଲୋଅର୍ସ ପୂରଣ କରିଥିଲେ। ‘ପୁଷ୍ପା ରାଜ’ ଭାବରେ ଅଲୁ ଅର୍ଜୁନ ଏବଂ ‘ଶ୍ରୀବାଲି’ର ଭୂମିକାରେ ରଶ୍ମିକା ମନ୍ଦନା ସମସ୍ତଙ୍କ ହୃଦୟ ଜିତିଛନ୍ତି ଏବଂ ଉଭୟଙ୍କ ଯାଦୁ ଏପର୍ଯ୍ୟନ୍ତ ଅକ୍ଷୁର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri