ସାମନ୍ଥାଙ୍କ ସହ ଡେବ୍ୟୁ କରିବେ ଅଲ୍ଲୁ ଅର୍ଜୁନଙ୍କ ଝିଅ

ମୁମ୍ବାଇ: ଅଭିନେତ୍ରୀ ସାମନ୍ଥା ରୁଥ୍‌ପ୍ରଭୁଙ୍କ ସହ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ଝିଅ ଆର୍‌ହା ଡେବ୍ୟୁ କରିବେ। ଆର୍‌ହା ଲୋକପ୍ରିୟ ଷ୍ଟାର୍‌ କିଡ୍‌ଙ୍କ ମଧ୍ୟରୁ ଜଣେ। ‘ପୁଷ୍ପା ଦ ରାଇଜ୍‌’ରୁ ଅଲ୍ଲୁ ଅର୍ଜୁନ କେବଳ ବକ୍ସ ଅଫିସରେ ହିଟ୍‌ ହୋଇନାହାନ୍ତି ବରଂ ଲୋକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ଏବେ ତାଙ୍କ ଝିଅ ଆର୍‌ହା ମାତ୍ର ୬ ବର୍ଷ ବୟସରେ ପିତାଙ୍କୁ ଗର୍ବିତ କରିଦେଇଛନ୍ତି। ଏତେ କମ୍‌ ବୟସରେ ଆର୍‌ହା ସାମନ୍ଥାଙ୍କ ସହ ଫିଲ୍ମ ‘ଶକୁନ୍ତଳା’ରେ ଡେବ୍ୟୁ କରିବେ। ଅଲ୍ଲୁ ଅଧିକାଂଶ ସମୟରେ ଝିଅ ଆର୍‌ହାଙ୍କ ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ତାଙ୍କର କ୍ୟୁଟ୍‌ନେସ ପ୍ରଶଂସକଙ୍କୁ ପସନ୍ଦ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri