ଘୋଷଣା ହେଲା ‘ବିଗ୍ ବସ୍‌-୧୪’ ଗ୍ରାଣ୍ଡ ପ୍ରିମିୟରର ତାରିଖ

ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ସଲମାନ ଖାଁଙ୍କ ରିୟଲିଟି ଶୋ’ ‘ବିଗ୍ ବସ୍‌-୧୪’ ଅପେକ୍ଷାର ଅନ୍ତ ଘଟିଛି । ଏହା ଖୁବ୍ ନିକଟରେ ଅନ୍‌ଏୟାର ହେବ ବୋଲି ଘୋଷଣା କରାଯାଇଛି । ଏଥର ବି ମେକର୍ସ ଏଣ୍ଟରଟେନମେଣ୍ଟକୁ ଖୁବ୍ ଗୁରୁତ୍ୱ ଦେଇଛନ୍ତି । କଲର୍ସ ଟେଲିଭିଜନ ତା’ର ଅଫିସିଆଲ୍ ଆନାଉନ୍ସମେଣ୍ଟରେ କହିଛି ‘ବିଗ୍ ବସ୍‌-୧୪’ର ଗ୍ରାଣ୍ଡ ପ୍ରିମିୟର ଅକ୍ଟୋବର ୩ରେ ହେବ । କଲର୍ସର ଟୁଇଟର ହ୍ୟାଣ୍ଡେଲରେ ଏହାର ନୂଆ ପ୍ରମୋ ଜାରି କରାଯାଇଛି । ଅକ୍ଟୋବର ୩ ଅର୍ଥାତ୍ ଶନିବାର ଏହା ସମସ୍ତ ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିବ ବୋଲି କଲର୍ସ ଟେଲିଭିଜନ ଆଶା ରଖିଛି । ପ୍ରମୋରେ ସଲମାନ ମାସ୍କ ପିନ୍ଧିଥିବା ଦେଖାଯାଇଛି । ଆଉ ସେ ଖୁମ୍ ମଜା ବି କରୁଛନ୍ତି । ହେଲେ ଏହି ଶୋ’ରେ କେଉଁମାନେ ଭାଗ ନେଉଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ନଡ଼ ଫିଲ୍ମରେ ସୁନୀଲ ସେଟ୍ଟୀଙ୍କ ଡେବ୍ୟୁ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀ ଲମ୍ବା ସମୟ ପରେ ଫିଲ୍ମ ଜଗତକୁ ଫେରିଛନ୍ତି। ଅଭିନେତାଙ୍କ ଅପ୍‌ କମିଂ ଫିଲ୍ମରେ ଥିବା ତାଙ୍କ ଫାଷ୍ଟ ଲୁକ୍‌...

‘କଫି ଓ୍ବିଥ୍‌ କରଣ’ର ଗୋଟିଏ ଏପିସୋଡ ପାଇଁ ଏତିକି ଟଙ୍କା ଚାର୍ଜ କରନ୍ତି କରଣ

ବଲିଉଡ୍‌ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ଦ୍ୱାରା ଆୟୋଜିତ ‘କଫି ଓ୍ବିଥ୍‌ କରଣ’ ଲୋକପ୍ରିୟ ସେଲିବ୍ରିଟି ଚାଟ ଶୋ’ ମଧ୍ୟରୁ ଅନ୍ୟତମ। ଏହା ୨୦୦୪ରେ ଆରମ୍ଭ...

ସୈଫଙ୍କ ପଥମ ସ୍ତ୍ରୀଙ୍କୁ ଭେଟି ନାହାନ୍ତି କରୀନା

ମୁମ୍ବାଇ : ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ବ୍ୟକ୍ତିଗତ ଜୀବନୀକୁ ନେଇ ଏକ ଖୁଲାସା କରିଛନ୍ତି। ସ୍ବାମୀ ତଥା ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ପୂର୍ବତନ...

ବିବାହର ୧୮ ବର୍ଷ ପରେ ପ୍ୟାରେଣ୍ଟସ ହେଲେ ଏହି କପଲ

ମୁମ୍ବାଇ: ଶାହାରୁଖ ଖାଁ ଓ ମହିମା ଚୌଧୁରୀ ଷ୍ଟାରର ମୁଭି ‘ପରଦେଶ’ରେ ରାଜୀବ ଭୂମିକାରେ ଦର୍ଶକଙ୍କ ହୃଦୟ ଜିତିଥିବା ଅଭିନେତା ଅପୂର୍ବ ଅଗ୍ନିହୋତ୍ରୀ ଏବେ ପିତା...

ଦିନକୁ ତିନିଥର ଉଷୁମ ପାଣି ପିିଏ

ଶୋଭନା ମିଶ୍ର। ଟେଲି ଜଗତରେ ଜଣେ ସୁପରିଚିତ ନାଁ। ଟେଲିଭିଜନରେ ପ୍ରସାରିତ ବିଭିନ୍ନ କାର୍ଯ୍ୟକ୍ରମରେ ଆଙ୍କରିଂ କରନ୍ତି। ନିଜ କଥାର ଯାଦୁରେ ସେ ଦୀର୍ଘ ସମୟ...

ଦୀପଙ୍କୁ ମନେପକାଇ ଏମିତି ଲେଖିଲେ ଗର୍ଲଫ୍ରେଣ୍ଡ

ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁଙ୍କର ସଡ଼କ ଦୁର୍ଘଟଣାରେ ୧୬ ଫେବୃୟାରୀରେ ମତ୍ୟୁ ହୋଇଯାଇଛି । ଦୁର୍ଘଟଣା ବେଳେ ଗାଡ଼ିରେ ତାଙ୍କ ଗର୍ଲଫ୍ରେଣ୍ଡ ରୀନା ରାୟ ମଧ୍ୟ...

ହାତକୁ ଦୁଇ ହାତ ହେବେ ଟେଲି ଦୁନିଆର ଏହି ଲୋକପ୍ରିୟ ଯୋଡ଼ି; ଧାର୍ଯ୍ୟ ହେଲା ତାରିଖ, ଭାଇରାଲ ହେଉଛି…

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ବିଗ୍‌ବସ୍‌ ଫେମ୍‌ ଗାୟକ ରାହୁଲ ବୈଦ୍ୟ। ଟେଲିଭିଜନ ଅଭିନେତ୍ରୀ ଦିଶା ପରମାରଙ୍କ ହାତ ଧରିବେ ସେ। ଏବେ...

ଫନୀକୁ ନେଇ ‘ଆଇ ଆମ୍‌ ଓଡ଼ିଶା’

୧୯୯୯ରୁ ୨୦୧୯ର ଯାତ୍ରା। ଏହାମଧ୍ୟରେ ଓଡ଼ିଶା ଦେଖିଛି ୫ରୁ ଅଧିକ ବାତ୍ୟା। ‘ମହାବାତ୍ୟା’ରୁ ଆରମ୍ଭକରି ‘ଫନୀ’ ପର୍ଯ୍ୟନ୍ତ। ୨୦ ବର୍ଷ ମଧ୍ୟରେ ମହାବାତ୍ୟା ଓ ଏହାର...

Advertisement
Archives

Model This Week