Posted inଖେଳ

ଚେସ୍‌ ଗେମ୍‌ ଭଳି ମୋ ସହ ଖେଳୁଥିଲେ ଅଶ୍ୱିନ

ମେଲବୋର୍ନ,୧୧।୨: ବିଶ୍ୱର ନମ୍ବର ଓ୍ବାନ ଟେଷ୍ଟ ବ୍ୟାଟର ମାର୍ନସ ଲବୁସାନେ ଭାରତୀୟ ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଗତ ୨୦୨୦-୨୧ ବର୍ଡର-ଗାଭାସ୍କର ସିରିଜ୍‌ ବେଳେ ୩୪ ବର୍ଷୀୟ ସ୍ପିନର ମୋ ପାଇଁ ଯେଉଁ ଭଳି ଫିଲ୍ଡ ସେଟ୍‌ କରିଥିଲେ, ତାହାର ମୁଁ ମଜା ନେଇଥିଲି। ତାହା ମୋତେ ପ୍ରାୟ ଚେସ୍‌ ଗେମ୍‌ ଭଳି ଲାଗୁଥିଲା ବୋଲି ଅଷ୍ଟ୍ରେଲିଆନ ବ୍ୟାଟର ଏକ ସାକ୍ଷାତ୍‌କାରରେ କହିଛନ୍ତି।

“ ଯେଉଁ ଫିଲ୍ଡ ସେଟିଂ ନେଇ ଅଶ୍ୱିନ ମୋତେ ବୋଲିଂ କରିଥିଲେ ଏବଂ ଫିଲ୍ଡକୁ ପରିବର୍ତ୍ତନ କରିବା ଲାଗି ମୁଁ ଯେଉଁ ଭଳି ଖେଳିଥିଲେ ମୋତେ ସବୁଠୁ ଭଲ ଲାଗିଲା। ଆମ ଦୁହିଁଙ୍କ ମଧ୍ୟରେ ଯେଉ’ଁଭଳି ମୁକାବିଲା ଚାଲିଥିଲା, ତାହା ମୋତେ ପ୍ରାୟ ଚେସ୍‌ ଗେମ୍‌ ଲାଗୁଥିଲା। ସେ ମେଲବୋର୍ନରେ ଚମତ୍କାର ବୋଲିଂ କରି ଲେଗ୍‌ ସ୍ଲିପ୍‌ରେ ପ୍ରାରମ୍ଭିକ ଉଇକେଟ ନେଇ ଯାଇଥିଲେ” ବୋଲି ଲବୁସେନ କହିଛନ୍ତି।

ଭାରତ ୨-୧ ବ୍ୟବଧାନରେ ଅଷ୍ଟ୍ରେଲିଆକୁ ହରାଇ ବର୍ଡର ଗାଭାସ୍କର ଟ୍ରଫି ବଜାୟ ରଖିଥିଲା। ଐତିହାସିକ ସିରିଜ୍‌ ବିଜୟରେ ଉଲ୍ଲେଖନୀୟ ଥିଲା ଅଶ୍ୱିନଙ୍କ ଯୋଗଦାନ। ୩ ମ୍ୟାଚ୍‌ ଖେଳି ସେ ୧୨ ଉଇକେଟ ନେଇଥିଲେ। ଏହାବଦ୍‌ ହନୁମା ବିହାରୀଙ୍କ ସହ ମିଶି ଅଶ୍ୱିନ ତୃତୀୟ ଟେଷ୍ଟରେ ଟିମ୍‌ ଇଣ୍ଡିଆକୁ ପରାଜୟରୁ ବଞ୍ଚାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri