ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ ବା ଠିକ୍‌ ସ୍ଥାନରେ ଲଗାଯାଏ; ତା’ହେଲେ ଏହା ଘର ପାଇଁ ଅନେକ ଉନ୍ନତିର ପଥ ଖୋଲି ଦେଇଥାଏ। ଯେମିତି କି: ଏହାକୁ ଘରର ପୂର୍ବ ଦିଗରେ ଲଗାଇଲେ ମନକୁ ଶାନ୍ତି ମିଳିଥାଏ। ପରିବାରରେ ଭଲପାଇବା, ପ୍ରଗତି, ପ୍ରତିଷ୍ଠା ବଢିଥାଏ। ଆଉ ଯଦି ଏହି ଗଛକୁ ଘରର ପଶ୍ଚିମ ଦିଗରେ ଲଗାଯାଏ, ତା’ହେଲେ ପିଲାମାନଙ୍କର ପାଠ ଭଲ ହେବା ସହ ଚାକିରି ହେଉ ଅବା ବ୍ୟବସାୟରେ ଉନ୍ନତି ହୋଇଥାଏ। ଅନ୍ୟପକ୍ଷେ ଏହି ଗଛକୁ ଘରର ଦକ୍ଷିଣ-ପୂର୍ବ ଦିଗରେ ମଧ୍ୟ ଲଗାଇହେବ। କିନ୍ତୁ ଭୁଲ୍‌ରେ ବି ଏହାକୁ ଉତ୍ତର-ପଶ୍ଚିମ ଦିଗରେ ଲଗାଇବେ ନାହିଁ। ଆବଶ୍ୟକ ପଡିଲେ ଏହି ଗଛକୁ ଘରର ବାଲ୍‌କୋନି ହେଉ ଅଥବା ଡ୍ରଇଂ ରୁମ୍‌ରେ ମଧ୍ୟ ଲଗାଇହେବ। ହେଲେ ବେଡ୍‌ରୁମ୍‌ରେ ଲଗାଇବାର ଭୁଲ୍‌ କେବେ ବି କରିବେ ନାହିଁ, ନ ହେଲେ ଘରକୁ ମାଡ଼ିଆସିବ ବିପଦ । ସେହିପରି ଏହି ଗଛରେ ବେଶି ପାଣି ଦିଆଯାଏ ନାହିଁ। ଅଳ୍ପ ପାଣିରେ ବି ଏହା ବେଶ୍‌ ଭଲ ବଢେ ଓ ବାତାବରଣକୁ ସ୍ବଚ୍ଛ, ସକାରାତ୍ମକ ରଖିବାରେ ସହାୟକ ହୋଇଥାଏ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri