ଆଲୋକ ଶର୍ମାଙ୍କୁ ନାଇଟ୍‌ହୁଡ୍‌ ଉପାଧି ଦେବେ କିଙ୍ଗ୍‌ ଚାଲର୍‌ସ

ଲଣ୍ଡନ,୧।୧: ବ୍ରିଟେନ ରାଜା ଚାଲର୍‌ସ ତୃତୀୟଙ୍କ ପ୍ରଥମ ନୂଆବର୍ଷ ସମ୍ମାନ ତାଲିକା ଶନିବାର ପ୍ରକାଶ ପାଇଛି। ଜଳବାୟୁ ପରିବର୍ତ୍ତନର ମୁକାବିଲା ଦିଗରେ କପ୍‌୨୬ରେ ନେତୃତ୍ୱ ଲାଗି ଭାରତୀୟ ବଂଶୋଦ୍ଭବ ବ୍ରିଟେନର ପୂର୍ବତନ ମନ୍ତ୍ରୀ ଆଲୋକ ଶର୍ମାଙ୍କୁ ନାଇଟ୍‌ହୁଡ୍‌ରେ ସମ୍ମାନିତ କରାଯାଇଛି। ଆଗ୍ରାରେ ଜନ୍ମିତ ଆଲୋକ ଗତ ଅକ୍ଟୋବର ପର୍ଯ୍ୟନ୍ତ ବ୍ରିଟେନରେ ମନ୍ତ୍ରୀ ଥିଲେ। ବ୍ରିଟେନ ରାଜାଙ୍କ ନାମରେ ସମ୍ମାନ ତାଲିକାରେ ତାଙ୍କୁ ମିଶାଇ ୩୦ରୁ ଊର୍ଦ୍ଧ୍ୱ ଭାରତୀୟ ବଂଶୋଦ୍ଭବ ପ୍ରଚାରକ, ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌, ଡାକ୍ତର ଓ ପରୋପକାରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri