୧୬ରେ ‘ଅଳ୍ପ ଦିନର ଗଳ୍ପ ଆମର’

ଭୁବନେଶ୍ୱର,୧୩।୧୧: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଓଡ଼ିଶା ଚ୍ୟାନେଲ ଜୀ ସାର୍ଥକର ନୂଆ ଓଡ଼ିଆ ସିନେମା ‘ଅଳ୍ପ ଦିନର ଗଳ୍ପ ଆମର’ ଅକ୍ଟୋବର ୧୬ ସନ୍ଧ୍ୟା ୬.୩୦ ମିନିଟ୍‌ରେ ପ୍ରସାରିତ ହେବ ବୋଲି ଜଣାପଡିଛି। ଏହା ପୂର୍ବରୁ ବୁଧବାର ଏକ ତାରକା ହୋଟେଲରେ ସିନେମାର ଅଡିଓ ରିଲିଜ୍‌ ସିନେମାର ନାୟକ ଓ ନାୟିକାଙ୍କ ଦ୍ୱାରା ହୋଇଯାଇଛି। ଉକ୍ତ ସିନେମାରେ ନବାଗତ ଜ୍ୟୋତି ଓ ସାୟଲ୍‌ ନଜର ଆସିଛନ୍ତି। ଟିନ୍‌ ଏଜ୍‌ ପ୍ରେମ କାହାଣୀକୁ ନେଇ ଉକ୍ତ ସିନେମା ନିର୍ମାଣ ହୋଇଛି।

ଅଜୟ ରାଉତ ପ୍ରଯୋଜିତ ଓ ଅଶୋକ ପତି ନିର୍ଦ୍ଦେଶିତ ଉକ୍ତ ସିନେମାରେ ଲଭ୍‌ କ୍ଲାଇମାକ୍ସ ଓ ପାରିବାରିକର ଏକ ମିଶ୍ରଣ କାହାଣୀ ସାମିଲ ରହିଛି। ସେହିପରି ପୁଷ୍ପକ ପରିଡ଼ା ଗୀତଗୁଡ଼ିକ ରଚନା କରିଥିବା ବେଳେ ଆସାଦ ନିଜାମ୍‌ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ଏପରିକି ଭରଦ୍ୱାଜ ପଣ୍ଡା ଏମିତି ଏକ ଲଭ୍‌ ଷ୍ଟୋରିକୁ ରଚନା କରିବା ସହ ବେଶ୍‌ ଚମତ୍କାର ଭାବେ ଶବ୍ଦରେ ମଧ୍ୟ ସଜାଇଛନ୍ତି ଏବଂ ସତ୍ୟଜିତ, ଅସୀମା, କୁଲଦୀପ, ଆଶୁତୋଷ ପ୍ରମୁଖ ଉକ୍ତ ସିନେମାରେ କଣ୍ଠଦାନ କରିଛନ୍ତି। ସାୟାଲ ଓ ଜ୍ୟୋତି ପ୍ରଥମ ଥର ପାଇଁ ଜୀ ସାର୍ଥକ ବ୍ୟାନରରେ ଏକାଠି ନଜର ଆସିବେ। ଉକ୍ତ ସିନେମାର ମ୍ୟୁଜିକ ଭିଡିଓର ଲୋକପ୍ରିୟତା ପରେ ସିନେମାକୁ ମଧ୍ୟ ଦର୍ଶକ ଆହୁରି ଭଲ ପାଇବା ଦେବେ ବୋଲି ଜୀ ସାର୍ଥକ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳବୀଜ ମହଜୁଦ ଉପରେ ସରକାରଙ୍କ କଟକଣା

ଭୁବନେଶ୍ୱର,୬ା୨: ଗତ କିଛି ମାସ ହେବ ବିଭିନ୍ନ କାରଣ ଯୋଗୁ ଦେଶରେ ଖାଇବା ତେଲ ଦର ବୃଦ୍ଧି ଘଟିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସରକାର...

କର୍ମଚାରୀ ଛଟେଇ ନେଇ ଆମାଜନ ଇଣ୍ଡିଆକୁ ନୋଟିସ ଜାରି କଲା ଶ୍ରମ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୩।୧୧ : କର୍ମଚାରୀଙ୍କୁ ବାଧ୍ୟତାମୂଳକ ଛଟେଇ କରୁଥିବାରୁ କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଆମାଜନ ଇଣ୍ଡିଆକୁ ନୋଟିସ ଜାରି କରାଯାଇଛି। ବୁଧବାର ବେଙ୍ଗାଲୁରୁରେ ଡେପୁଟି ଲେବର...

ଜିଓରେ ୩୩,୭୩୭ କୋଟି ଟଙ୍କା ନିବେଶ କରିବ ଗୁଗଲ

ମୁମ୍ବାଇ,୧୬।୭: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଡିଜିଟାଲ ପ୍ଲାଟ୍‌ଫର୍ମ ଜିଓରେ ଟେକ୍ନୋଲୋଜି କମ୍ପାନୀ ଗୁଗଲ ଏଲ୍‌ଏଲ୍‌ସି (ଗୁଗଲ) ପ୍ରାୟ ୩୩,୭୩୭ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ। ଜିଓ...

ଲେଭିସ୍‌ର ନୂତନ କଲେକ୍ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ପ୍ରଦର୍ଶନକାରୀ ଲେଭିସ୍‌ ପକ୍ଷରୁ ପାର୍ବଣଋତୁ ଉପଲକ୍ଷେ ନୂତନ କଲେକ୍ସନ ସହ ସିଜନ-୩ର ମଧ୍ୟ ଶୁଭାରମ୍ଭ କରାଯାଇଛି। ବିଶେଷକରି ଉକ୍ତ...

ଆଜି ଦାୟିତ୍ୱ ଗ୍ରହଣ କରିବେ ସିଦ୍ଧାର୍ଥ

ନୂଆଦିଲ୍ଲୀ,୧୪।୩: ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ର ଅନ୍ତରୀଣ ଅଧ୍ୟକ୍ଷ ଭାବେ ବରିଷ୍ଠ ବୀମା ଅଧିକାରୀ ସିଦ୍ଧାର୍ଥ ମହାନ୍ତି ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିବେ। ଏପରିକି...

ବିଶ୍ୱ ବ୍ୟାଙ୍କକୁ ଟ୍ରମ୍ପଙ୍କ ତାଗିଦ; ଚାଇନାକୁ ଋଣ ପ୍ରଦାନ ବନ୍ଦ କର

ନୂଆଦିଲ୍ଲୀ,୯ା୧୨: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଥମିବାର ନା ନେଉନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଡ୍ରମ୍ପ ପୁଣି ଥରେ ଚାଇନା...

ପବଜୀ ମୋବାଇଲ ଗେମ୍‌ କାହିଁକି ହେଲାନି ବ୍ୟାନ୍‌ ଜାଣନ୍ତୁ

ସୋମବାର ଭାରତରେ ୫୯ଟି ଲୋକପ୍ରିୟ ଚାଇନିଜ ଆପ୍‌ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏଥିରେ ଟିକ୍‌ଟକ୍‌, ୟୁସି ବ୍ରାଉଜର, ହେଲୋ ଆପ ଏବଂ ଶେୟାରଇଟ ସହିତ ଅନେକ...

ପୁରୀ-ହାଓଡା ମଧ୍ୟରେ ଗଡ଼ିପାରେ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୨୫-୯: ସାରା ଦେଶର ୨୪ ରୁଟରେ ପ୍ରାଇଭେଟ ଟ୍ରେନ ଚଳାଇବା ନେଇ ରେଳ ମନ୍ତ୍ରଣାଳୟ ଯୋଜନା ରଖିଛି। ଏହି କ୍ରମରେ ରାଜ୍ୟରୁ ପୁରୀଠାରୁ ପଶ୍ଚିମବଙ୍ଗର ହଓଡା...

Advertisement
Archives

Model This Week