Posted inଜାତୀୟ

ଏଣିକି ରାଶନରେ ମିଳିବ ୨ ଲିଟର ସୋରିଷ ତେଲ

ଚଣ୍ଡିଗଡ,୨।୧୦: ହରିୟାଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସମସ୍ତ ବିପିଏଲ ରାଶନ କାର୍ଡ ଧାରକ ପରିବାର ପ୍ରତିମାସରେ ଦୁଇ ଲିଟର ମାଗଣା ସୋରିଷ ତେଲ ପାଇବେ। ଏହାଦ୍ୱାରା ରାଜ୍ୟର ପ୍ରାୟ ୨୮ ଲକ୍ଷ ଲୋକ ଉପକୃତ ହେବେ। ଫରିଦାବାଦର ସେକ୍ଟର-୧୨ ରେ ଆୟୋଜିତ ଏକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଏହି ଘୋଷଣା କରିଛନ୍ତି।
ଏହା ସହିତ ମୁଖ୍ୟମନ୍ତ୍ରୀ ବିପିଏଲ କାର୍ଡ ତିଆରି ପାଇଁ ବିଦ୍ୟୁତ ବିଲ ଦେବାର ବାଧ୍ୟତର ମଧ୍ୟ ଉଠାଇଦେଇଛନ୍ତି। ପୂର୍ବରୁ ଯଦି ଫ୍ୟାମିଲି ଆଇଡେଣ୍ଟିଟି କାର୍ଡରେ ୧ ଲକ୍ଷ ୮୦ ହଜାର ଟଙ୍କା ଆୟ କରୁଥିବା ଲୋକଙ୍କ ୧୨ ହଜାର ଟଙ୍କା ବିଦ୍ୟୁତ ବିଲ ଆସୁଥାଏ, ତେବେ ସେମାନେ ବିପିଏଲ କାର୍ଡରେ ଲାଭ ପାଉ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri