ୟୁକ୍ରେନୀୟ ମାନବାଧିକାର କର୍ମୀଙ୍କୁ ଅଲ୍ଟରନେଟିଭ୍‌ ନୋବେଲ

ଷ୍ଟକ୍‌ହୋମ୍‌, ୩୦ା୯:ୟୁକ୍ରେନୀୟ ମାନବାଧିକାର କର୍ମୀ ଓଲେସ୍କାଣ୍ଡ୍ରା ମେଟ୍‌ଭିଚୁକ୍‌ଙ୍କୁ ଚଳିତ ବର୍ଷର ରାଇଟ୍‌ ଲାଇଭ୍‌ଲିହୁଡ୍‌ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଅଲ୍ଟରନେଟିଭ୍‌ ନୋବେଲ ପ୍ରାଇଜ୍‌ ନାମରେ ପରିଚିତ ଏହି ପୁରସ୍କାର ପ୍ରଥମ ଥର ପାଇଁ ୟୁକ୍ରେନ୍‌ ହାତକୁ ଯାଇଛି। ସେଣ୍ଟର ଫର୍‌ ସିଭିଲ ଲିବର୍ଟିଜ୍‌ ମୁଖ୍ୟ ଓଲେସ୍କାଣ୍ଡ୍ରା ଗଣତାନ୍ତ୍ରିକ ବ୍ୟବସ୍ଥା ଓ ସାମାଜିକ ନ୍ୟାୟର ଜଣେ ଅଗ୍ରଦୂତ। ଦୀର୍ଘ ଏକ ଦଶନ୍ଧି ଧରି ସେ ୟୁକ୍ରେନ୍‌ର ସିଭିଲ ସୋସାଇଟି ଓ ଜାତୀୟ ପ୍ରତିଷ୍ଠାନଗୁଡ଼ିକୁ ସୁଦୃଢ଼ କରିବା ପାଇଁ ଉଦ୍ୟମ ଚଳାଇଛନ୍ତି। ରୁଷିଆର ଆକ୍ରମଣ ପରେ ଯୁଦ୍ଧ ଅପରାଧ ଓ ମାନବାଧିକାର ଉଲ୍ଲଂଘନ ବିରୋଧରେ ଅନେକ ପଦକ୍ଷେପ ନେଇଛନ୍ତି। ଗୁରୁବାର ଷ୍ଟକ୍‌ହୋମ୍‌ରେ ଓଲେସ୍କାଣ୍ଡ୍ରାଙ୍କୁ ଚଳିତ ବର୍ଷର ବିଜେତା ଘୋଷଣା କରାଯାଇଛି। ସେହିପରି ସୋମାଲିଆର ମାନବାଧିକାର କର୍ମୀ ଫର୍ଟୁନ୍‌ ଅଦାନ୍‌ ଏବଂ ଭେନେଜୁଏଲାର ଆଇଓ୍ବାର୍ଡ ଏଲ୍‌ମନ୍‌, ଉଗାଣ୍ଡାର ଆଫ୍ରିକା ଇନ୍‌ଷ୍ଟଚ୍ୟୁଟ୍‌ ଫର ଏନର୍ଜୀ ଗଭର୍ନାନ୍ସକୁ ମଧ୍ୟ ମନୋନୀତ କରାଯାଇଛି। ୧୯୮୦ ମସିହାରେ ଏହି ପୁରସ୍କାର ବିଭିନ୍ନ ବ୍ୟକ୍ତିବିଶେଷ ଓ ସଙ୍ଗଠନକୁ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri