Posted inଜାତୀୟ

ସୋନିଆଙ୍କ ସମ୍ପର୍କୀୟଙ୍କ ଜମି ଦଖଲ କରିଥିଲେ ଅତିକ୍‌

ପ୍ରୟାଗରାଜ,୨୨।୪: ମାଫିଆରୁ ରାଜନେତା ଅତିକ୍‌ ଅହମଦ ବେଆଇନ ଭାବେ ଜମି ଦଖଲ କରିବା ଘଟଣା କାହାକୁ ଅଛପା ନୁହେଁ। ଏପରିକି ଉପା ଶାସନ ସମୟରେ ତତ୍କାଳୀନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସମ୍ପର୍କୀୟଙ୍କ ଜମିକୁ ଅତିକ ଦଖଲ କରିଥିଲେ। ପ୍ରୟାଗରାଜର ସିଭିଲ୍‌ ଲାଇନ ଅଞ୍ଚଳରେ ବୀରା ଗାନ୍ଧୀ ହେଉଛନ୍ତି, ସୋନିଆଙ୍କ ଶ୍ୱଶୁର ଫିରୋଜ ଗାନ୍ଧୀଙ୍କ ପରିବାର ସଦସ୍ୟ। ୨୦୦୭ରେ ଅତିକ୍‌ ତାଙ୍କ ଜମିକୁ ବଳପୂର୍ବକ ଦଖଲ କରିଥିଲେ। ସେତେବେଳେ ଅତିକ୍‌ ସମାଜବାଦୀ ପାର୍ଟିରୁ ଏମ୍‌ପି ଥିଲେ। ସୋନିଆଙ୍କ ହସ୍ତକ୍ଷେପ ପରେ ଉକ୍ତ ଜମିକୁ ବୀରା ଗାନ୍ଧୀ ଫେରିପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri