ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି। ଏଥର ନିର୍ବାଚନ ଇସ୍ତାହାରରେ ମୁଖ୍ୟମନ୍ତ୍ରୀ ୪ଟି ଗୁରୁତ୍ୱପୂର୍ଣ୍ଣ କଥା ରଖିଛନ୍ତି। ଆପଣମାନେ ସବୁବେଳେ ଚାହୁଁଥିଲେ ସ୍ବାସ୍ଥ୍ୟ ପାଇଁ ବିଏସ୍‌କେଓ୍ବାଇ କାର୍ଡ ପାଇଁ। ଏଥର ତାହା ଆମ ପ୍ରିୟ ମୁଖ୍ୟମନ୍ତ୍ରୀ କରିଛନ୍ତି। ସେହିପରି ଘର ପାଇଁ ଆପଣମାନେ ୨୦ ଲକ୍ଷ ପର୍ଯ୍ୟନ୍ତ ଋଣ ନେଇପାରିବେ। ପିଲାଛୁଆଙ୍କ ପାଠପଢ଼ା ପାଇଁ ଏଜୁକେଶନ ଲୋନ୍‌ ନେଇପାରିବେ। ସାଧାରଣ ଯାତ୍ରାରେ ମଧ୍ୟ କମ୍‌ ପଇସାରେ ଯାତ୍ରା କରିପାରିବେ। ମଧ୍ୟବିତ୍ତ ପରିବାରର ଉନ୍ନତି ହେଲେ ଓଡ଼ିଶା ଆଗେଇବ ବୋଲି ସେ ତାଙ୍କ ଭିଡିଓ ବାର୍ତ୍ତାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri