ଆଉ ୮ ସହରରେ ଗଡ଼ିବ ଆମ ବସ: ଜାଣନ୍ତୁ କେଉଁ କେଉଁ ସହର ଅଛି ସାମିଲ

ଭୁବନେଶ୍ୱର,୨୭।୩: କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ୪୯ତମ ବୋର୍ଡ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ବର ଓ ରାୟଗଡ଼ାରେ ଆମ ବସ ଗଡ଼ିବ। ଏହାସହ ଯାତ୍ରୀଙ୍କ ଉତ୍ତମ ସେବା ଓ ସୁରକ୍ଷା ପ୍ରତି ଅଧିକ ଧ୍ୟାନ ଦିଆଯିବ। ପ୍ରତ୍ୟେକ ସହରରେ ପାସ ବ୍ୟବସ୍ଥା କରାଯିବ।  ଶ୍ରେଷ୍ଠ ପ୍ରଦର୍ଶନ କରୁଥିବା କ୍ୟାପ୍ଟେନ, ଗାଇଡ୍‌କୁ ମିଳିବ ସ୍ବୀକୃତି ଏବଂ ସମ୍ମାନ ଦିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

ରାଜ୍ୟ ଉନ୍ନୟନ କମିଶନର ଏବଂ କ୍ରୁଟ ଚେୟାରମ୍ୟାନ ଶ୍ରୀମତି ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏହି ବୋର୍‌ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ରାଜ୍ୟରେ ସହରାଞ୍ଚଳ ପରିବହନକୁ ଅଧିକ ବୃଦ୍ଧି କରିବାକୁ ପ୍ରମୁଖ ରଣନୀତି ଉପରେ ଆଲୋଚନା ହୋଇଛି। ଏଥିରେ ଯାତ୍ରୀମାନଙ୍କ ପ୍ରତି ଉତ୍ତମ ସୁରକ୍ଷା ଏବଂ ଗୁଣବତ୍ତା ସେବା ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହିତ କ୍ରୁଟ୍‌ର କାର୍ଯ୍ୟକଳାପ ଉପରେ ବିସ୍ତୃତ ଆଲୋଚନା ଏବଂ ସମୀକ୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?