Posted inଜାତୀୟ

ଲୋକ ସଭାରୁ ଇସ୍ତଫା ଦେଲେ ଅଖିଳେଶ-ଆଜମ

ଲକ୍ଷ୍ନୌ,୨୨।୩: ସମାଜବାଦୀ ପାର୍ଟି(ଏସ୍‌ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଲୋକ ସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଭେଟି ଅଖିଳେଶ ସଂସଦ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ୨୦୧୯ରେ ସେ ଆଜମଗଡରୁ ଲୋକ ସଭା ନିର୍ବାଚନରେ ଜିତି ସଂସଦରେ ପହଞ୍ଚିଥିଲେ। ସେହିପରି ଦଳର ନେତା ଆଜମ ଖାନ ମଧ୍ୟ ସଂସଦର ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଅଖିଳେଶ ଯାଦବ ପ୍ରଥମ ଥର ପାଇଁ କରହଲ ଆସନରୁ ୟୁପି ବିଧାନସଭା ନିର୍ବାଚନରେ ନିଜର ଭାଗ୍ୟ ପରୀକ୍ଷା କରିଥିଲେ। ବର୍ତ୍ତମାନ ସେ ଲୋକ ସଭା ସଦସ୍ୟତା ପଦରୁ ଇସ୍ତଫା ଦେଇ ବିଧାନସଭାରେ ବିରୋଧୀଙ୍କ ଭୂମିକା ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ସମୟରେ ନେତାଙ୍କ ଅଜବ ପ୍ରତିଶ୍ରୁତି

ଚେନ୍ନାଇ,୨୭।୩: ଦେଶରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ରହିଛି। ରାଜନୈତିକ ଦଳଗୁଡ଼ିକ ନିଜ ନିଜର ଘୋଷଣା ପତ୍ର ଜାରି...

ଆଇସ୍‌କ୍ରିମ୍‌ ଖାଇ ୫୫ ଅସୁସ୍ଥ, ୨ ଗୁରୁତର

ଖାରଗାଁଓ,୬।୪: ମଧ୍ୟପ୍ରଦେଶ ଖାରଗାଁଓ ଜିଲା ଛତଲ ଗ୍ରାମରେ ଏକ ଅଘଟଣ ଘଟିଛି। ଏକ ଧାର୍ମିକ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୫୫ଜଣ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥଙ୍କ ମଧ୍ୟରୁ...

ପଶ୍ଚିମବଙ୍ଗକୁ ସେନା ପଠାଗଲା

କୋଲକାତା, ୨୪।୫(ପି.ଟି.): ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଅତ୍ୟାବଶ୍ୟକ ଭିତ୍ତିଭୂମି ଓ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାକୁ ସ୍ବାଭାବିକ କରିବା...

୧୫ ସରକାରୀ ଦସ୍ତାବିଜ୍‌ ବି ପ୍ରମାଣ କରିପାରିଲାନି ମହିଳାଙ୍କ ଭାରତୀୟ ନାଗରିକତ୍ୱ

ଗୁଆହାଟି,୧୯।୨: ଆସାମର ଜଣେ ୫୦ ବର୍ଷ ବୟସ୍କା ମହିଳା ୧୫ଟି ସରକାରୀ ଦସ୍ତାବିଜ୍‌ ଦାଖଲ କରିବା ପରେ ମଧ୍ୟ ନିଜର ଭାରତୀୟ ନାଗରିକତ୍ୱ ପ୍ରମାଣ କରି...

ଇଡି ହେପାଜତକୁ ଗଲେ ଶିବସେନା ନେତା ସଞ୍ଜୟ ରାଉତ

ମୁମ୍ବାଇ,୩୧ ।୭: ପାତ୍ର ଚାୱଲା ଜମି ଘୋଟାଲା ମାମଲାରେ ରବିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶିବସେନା ନେତା ସଞ୍ଜୟ ରାଉତଙ୍କୁ ୯ ଘଣ୍ଟାର ପଚରା ଉଚରା ପରେ...

୨୪ରେ ଜାପାନ ଯିବେ ମୋଦି

ନୂଆଦିଲ୍ଲୀ/ଟୋକିଓ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୪ରେ ଜାପାନ ଗସ୍ତ କରିବେ। ଏହି ଅବସରରେ ଭାରତ, ଆମେରିକା, ଜାପାନ, ଅଷ୍ଟ୍ରେଲିଆ ଦେଶକୁ ନେଇ ଗଠିତ ହୋଇଥିବା...

ଜମ୍ମୁ-କଶ୍ମୀରରୁ ୧୪୪ ଧାରା ହଟାଇବା ଆବେଦନର ତତ୍କାଳ ଶୁଣାଣିକୁ ମନା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୩।୮: ଜମ୍ମୁ-କଶ୍ମୀରରୁ ୧୪୪ ଧାରା ହଟାଇବା ଆବେଦନର ତତ୍କାଳ ଶୁଣାଣି କରିବାକୁ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ଏକ ସମ୍ବେଦନଶୀଳ ମାମଲା। ଏଥି...

ଶାହରୁଖଙ୍କ ଘରେ ଚଢ଼ାଉ କରି ନ ଥିଲୁ

ନୂଆଦିଲ୍ଲୀ,୨୧।୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ ପୁଅ ଆର୍ଯ୍ୟନଙ୍କୁ ଜେଲରେ ଭେଟିବା ପରେ ମନ୍ନତରେ ଗୁରୁବାର ପହଞ୍ଚିଥିଲା ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଏକ ଦଳ।...

Advertisement
Archives

Model This Week