Posted inରାଜ୍ୟ

ସାବାଡ ହେବେ ଅମାନିଆ: ପୋଲିସ ଡିଜିପି

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ଭୁବନେଶ୍ୱର-କଟକରେ ସାବାଡ ହେବେ ଅମାନିଆ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଗିଦ ପରେ ଅମାନିଆଙ୍କୁ ସାବାଡ ପାଇଁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ମାର୍କେଟ ଅଞ୍ଚଳରେ ଅମାନିଆଙ୍କୁ ପାନେ ଦେବ କୋଭିଡ ଏନଫୋର୍ସମେଣ୍ଟ ଟିମ। ଦ୍ୱୈତନଗରୀରେ ଅଧିକ ୫୦ ଅଫିସର ଓ ୫ ପ୍ଲାଟୁନ ଆର୍ମଡ ପୋଲିସ ରହିବେ। କୋଭିଡ ଏନ୍‌ଫୋର୍ସମେଣ୍ଟ ଟିମକୁ ଏମାନେ ଅଧିକ କ୍ରିୟାଶୀଳ କରାଇବେ। ସେଥିପାଇଁ ଭୁବନେଶ୍ୱରକୁ ୩ଟି ଜୋନରେ ବିଭକ୍ତ କରାଯିବ ବୋଲି ଡିଜିପି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri