ଆମପାଣି ରାଜସ୍ବ ନିରୀକ୍ଷକ ଲାଞ୍ଚ ନେବା ଭିଡିଓ ଭାଇରାଲ୍‌

ଭବାନୀପାଟଣା,୨୬।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ ଆମପାଣି ଆର୍‌ଆଇ ଲାଞ୍ଚ ନେଉଥିବା ଦର୍ଶାଇ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଜଣେ ବ୍ୟକ୍ତି ମ୍ୟୁଟେସନ୍‌ ପାଇଁ କହିଲା ପରେ ସମ୍ପୃକ୍ତ ଆର୍‌ଆଇ ୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଟଙ୍କାଦେଲେ ୫/୭ ଦିନରେ କାମ ହେବ, ନ ଦେଲେ କାମକୁ ଅଟକାଇ ଦେବି ବୋଲି କହୁଥିବା ଏଥିରେ ଜଣାପଡିଛି। ଅନ୍ୟଜଣେ ଗରିବ ଲୋକ କୌଣସି କାର୍ଯ୍ୟପାଇଁ ୫ ଶହ ଟଙ୍କା ଲାଞ୍ଚ ଦେଉଛନ୍ତି। କିନ୍ତୁ ସଂପୃକ୍ତ କର୍ମଚାରୀ ଆହୁରି ଟଙ୍କା ମାଗୁଥିବା ଭିଡିଓରେ ଦେଖାଯାଉଛି। ତେବେ ସମ୍ପୃକ୍ତ ଆର୍‌ଆଇଙ୍କୁ ଫୋନ୍‌ରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କଲ୍‌ ଗ୍ରହଣ କରି ନ ଥିଲେ। ଏନେଇ କୋକସରା ତହସିଲଦାର ମନୋଜ ପାଢୀଙ୍କୁ ପଚାରିବାରୁ ତଦନ୍ତକରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri