Posted inଜାତୀୟ

ଅମର ଯବାନ ଜ୍ୟୋତିକୁ ନେଇ କେନ୍ଦ୍ର ସରକାରଙ୍କୁ ବିରୋଧିଙ୍କ ଟାର୍ଗେଟ

କୋଲକାତା,୨୨ ।୧: ଇଣ୍ଡିଆ ଗେଟରେ ଥିବା ଅମର ଯବାନ ଜ୍ୟୋତିକୁ ଶୁକ୍ରବାର ନ୍ୟାଶନାଲ ୱାର ମେମୋରିଆଲ ବା ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକ ସହ ମିଶାଇ ଦିଆଯାଇଛି । ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇ ଗଲାଣି । ପଶ୍ଚିମବଙ୍ଗର କିଛି ରାଜନୈତିକ ଦଳ ଏହାକୁ ନେଇ କେନ୍ଦ୍ରର ଭାଜପା ସରକାରଙ୍କୁ ସାମାଲୋଚନା କରିଛନ୍ତି । ତୃଣମୂଳ କଂଗ୍ରେସ ଓ ଅନ୍ୟ ଦଳର ନେତାମାନେ କହିଛନ୍ତି ୧୯୭୧ରେ ପାକିସ୍ତାନ ସହ ଯୁଦ୍ଧରେ ଶହୀଦ ହୋଇଥିବା ଭାରତୀୟ ସେନାଙ୍କ ପ୍ରତି ଏହା ଅପମାନ । ଯେଉଁମାନେ ବାଂଲାଦେଶକୁ ସ୍ୱାଧିନ କରିବାକୁ ସାହାଯ୍ୟ କରିଥିଲେ । ତୃଣମୂଳ କଂଗ୍ରେସର ପ୍ରବକ୍ତା କୁଣାଳ ଘୋଷ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିର ସମାଲୋଚନା କରିଛନ୍ତି । ସେ କହିଛନ୍ତି ଏହା ଭାରତ ଇତିହାସର, ୧୯୭୧ରେ ବାଂଲାଦେଶ ମୁକ୍ତି ସଂଗ୍ରାମରେ ଦେଶର ସେନାଙ୍କ ବଳିଦାନର ଅପମାନ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri