ଲାଟେରାଲ ଏଣ୍ଟ୍ରି ଫର୍ମୁଲା ଆପଣାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ଅମର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ସରକାରୀ ଚାକିରି କରିବେ ଘରୋଇ କର୍ମଚାରୀ। କେନ୍ଦ୍ରର ଲାଟେରାଲ ଏଣ୍ଟ୍ରି ଫର୍ମୁଲା ଓଡ଼ିଶାରେ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବିଭିନ୍ନ ଘରୋଇ ଅନୁଷ୍ଠାନରୁ ଦକ୍ଷତା ସମ୍ପନ୍ନ ବ୍ୟକ୍ତିଙ୍କୁ ଲାଟେରାଲ ଏଣ୍ଟ୍ରି ମାଧ୍ୟମରେ ସରକାରୀ ଚାକିରି ଦେବା ଲାଗି ପ୍ରସ୍ତାବ ରଖିଛନ୍ତି। ଏପରି ହେଲେ ରାଜ୍ୟ ପ୍ରଶାସନର ଦକ୍ଷତା ବୃଦ୍ଧି ପାଇବ ବୋଲି ସେ ଯୁକ୍ତି ରଖିଛନ୍ତି। କେନ୍ଦ୍ର ସରକାର ଗତ ୩ ବର୍ଷରେ ବିଭିନ୍ନ ମନ୍ତ୍ରଣାଳୟରେ ଲାଟେରାଲ ଏଣ୍ଟ୍ରି ଦେଇ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ସେ ଉଦାହରଣ ଦେଇଛନ୍ତି। ଏପରି କି କର୍ନାଟକ ସରକାର ମଧ୍ୟ ଏହି ନୀତି ଆପଣାଇଥିବା ସେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ପାଇଁ ବିଷ ପିଇଲେ ଯୁବତୀ

ଗୋପାଳପୁର,୧୯ା୧୧(ଡି.ଏନ୍‌.ଏ.): ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ଭଲ ପାଉଥିବା ଜାଣି ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା...

ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲ ବନ୍ଧ ଭାଙ୍ଗିଲା: ଶହ ଶହ ହେକ୍ଟର ଚାଷଜମି ଜଳମଗ୍ନ

କୋକସରା,୩୧ା୭(ଡି.ଏନ୍‌.ଏ.): ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଚଳିତ ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ଇନ୍ଦ୍ରାବତୀରୁ ପ୍ରଥମଥର ପାଇଁ ମେଗା ଲିଫ୍ଟ କେନାଲ କାର୍ଯ୍ୟକ୍ଷମ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନ : ବିଜେଡି ସମର୍ଥିତ ପ୍ରାର୍ଥୀ କିଶୋର ବିଜୟୀ

କୁଜଙ୍ଗ,୪ା୭(ସ୍ବ.ପ୍ର): ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତ ନିର୍ବାଚନ ବୁଧବାର ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଛି। ଅପରାହ୍ନରେ ଭୋଟ୍‌ ଗଣତି ଶେଷ ହୋଇଥିବାବେଳେ ବୁଥ୍‌ରୁ ମିଳିଥିବା ସୂଚନା...

ସିଏଏ ସପକ୍ଷରେ ଭାଜପା ଯୁବମୋର୍ଚ୍ଚାର ମାନବ ଶୃଙ୍ଖଳ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):ନାଗରିକତା ସଂଶୋଧନ ବିଧେୟକ (ସିଏଏ)କୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ଦେଶ ବିଭାଜନ ସମୟରେ ତତ୍କାଳୀନ ନେତୃତ୍ୱ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାକୁ...

ଉପକୂଳରେ ସବୁଜିମା ସୃଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ ସମସ୍ୟା ଭାବେ ଦେଖାଦେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ...

ଆଜି ଦଳୀୟ ପାର୍ଥିନୀଙ୍କ ସହ ମିଶି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍‌ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କ...

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଆଜିଠୁ ପୁଣି ଉଚ୍ଛେଦ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାଶର୍‌ବରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ। ଯେପର୍ଯ୍ୟନ୍ତ ସମସ୍ତ ଚିହ୍ନଟ ଜବରଦଖଲଗୁଡ଼ିକୁ ହଟା ନ ଯାଇଛି ସେପର୍ଯ୍ୟନ୍ତ ଉଚ୍ଛେଦ କରାଯିବ ବୋଲି...

କାର୍‌ରୁ ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର, ଗୁଳିଭରା ପିସ୍ତଲ ଜବତ: ୩ ଗିରଫ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଏକ ଆନ୍ତଃରାଜ୍ୟ ଚୋରା ବ୍ରାଉନସୁଗାର ର଼୍ୟାକେଟକୁ ଧରିଛି। ର଼୍ୟାକେଟରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନେ...

Advertisement
Archives

Model This Week