ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ ଅସ୍ଥିରତା ଓ ଅନିଶ୍ଚିତତା ଭିତରେ ଗତି କରୁଛି। ଓଡ଼ିଶାରେ ସବୁ ରାଜନୈତିକ ଦଳରେ ଅସ୍ଥିରତା ଲାଗି ରହିଛି। ବିଜେଡି, ଭାଜପା ଓ କଂଗ୍ରେସରେ ଅସ୍ଥିରତା ରହିଛି। ଏଭଳି ବିଚିତ୍ର ସ୍ଥିତି ପାଇଁ ବଦଳିପାରେ ଓଡ଼ିଶା ରାଜନୈତିକ ସମୀକରଣ। କ୍ଷମତାସୀନ ଭାବୁଛି କ୍ଷମତାରେ ନାହିଁ, ବିରୋଧୀ ଭାବୁଛି ସିଏ କ୍ଷମତାସୀନ।ଏହା ଏକ ବିଚିତ୍ର ସ୍ଥିତି, ଯାହାଫଳରେ ବିକାଶ ହୋଇପାରୁନାହିଁ। ନିକଟ ଭବିଷ୍ୟତରେ କୌଣସି ନୂଆ ଦଳର ସମ୍ଭାବନା କରାଯାଇ ପାରିବ ନାହିଁ। କିନ୍ତୁ ସମୀକରଣ ବଦଳି ପାରେ, ସମୀକରଣ ବଦଳିବାକୁ ବେଶୀ ସମୟ ଲାଗେନି ବୋଲି ଅମର କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ପ୍ରବାସୀ ଶ୍ରମିକ ଦମ୍ପତିଙ୍କ ପୁଅ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ, ଇଞ୍ଜିନିୟର ହେବା ସହ ସଫଳ…

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ) – ଶନିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି ।ଏଥିରେ ଜିଲାର ୪୬ଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଅର୍ଥାତ୍…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri