ମୟୂରଭଞ୍ଜ ଜିଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍‌‌କୁ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୧୧: ମୟୂରଭଞ୍ଜ ଜିଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍‌‌କୁ ଏକ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ଅର୍ଥରାଶି ମଞ୍ଜୁର କରିଥିବା ନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ତଥା ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଏକ ପତ୍ର ଲେଖି ଜଣାଇଛନ୍ତି।

ସିନ୍ଧିଆ ତାଙ୍କ ପତ୍ରରେ କହିଛନ୍ତି, ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଅମର୍ଦ୍ଧା ଏୟାରଷ୍ଟ୍ରିପ୍‌‌ର ବିକାଶ କରିବା ଲାଗି ରାଜ୍ୟ ସରକାରଙ୍କୁ ଆବଶ୍ୟକୀୟ ଅନୁମତି ଦିଆଯାଇଛି। ଏହା ସହିତ ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ମଧ୍ୟ ଗତ
ଅକ୍ଟୋବର ମାସରେ ଜମି ହସ୍ତାନ୍ତର କରାଯାଇଛି। ମନ୍ତ୍ରୀ ସିନ୍ଧିଆ କହିଛନ୍ତି, ଉଡ଼ାନ୍‌‌ ୪ ପଏଣ୍ଟ ୨ ଟେଣ୍ଡର ଅନୁସାରେ ଭୁବନେଶ୍ୱର-ଅମର୍ଦ୍ଧା ଭୁବନେଶ୍ୱର ମଧ୍ୟରେ ୯ ସିଟ୍‌‌ ବିଶିଷ୍ଟ ବିମାନ ଚଳାଇବା ପାଇଁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri