Posted inଫୁରସତ

ଅବାରେକାଇ ମେଳା

ବେଙ୍ଗାଲୁରୁ: ଯେତେବେଳେ ବି ଆମେ ଜଲେବି ବିଷୟରେ ଚିନ୍ତାକରୁ ସେତେବେଳେ ଆମ ମନରେ ଗୋଲ ଏବଂ ହଳଦିଆ ରଙ୍ଗର ଜଲେବି ନଜରକୁ ଆସିଥାଏ। ହେଲେ ନିକଟରେ ସବୁଜ ରଙ୍ଗର ଜଲେବି ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି, ଯାହାକୁ ମାଉଣ୍ଟ ଡ୍ୟୁ ଜଲେବି ବୋଲି କୁହାଯାଉଛି। ପ୍ରକୃତରେ କର୍ନାଟକରେ ଏହାକୁ ଅଭରେବଲି ଜଲେବି ନାମରେ ଜଣାଯାଏ। ଏହା ବେଙ୍ଗାଲୁରୁରେ ବେଶ୍‌ ଲୋକପ୍ରିୟ। ଏଥିରେ କୌଣସି ରଙ୍ଗ କିମ୍ବା ଖାଦ ମିଶାଯାଇନି। ଏହା ଏକ ହାୟାସିନ୍ଥ ବିନ୍‌ରୁ ପ୍ରସ୍ତୁତ କରାଯାଏ। ଯାହାଫଳରେ ଜଲେବିର ରଙ୍ଗ ସବୁଜ ଦେଖାଯାଏ। ଏହି ଅଭରେବଲି ଜଲେବି ପ୍ରସ୍ତୁତ ପ୍ରଣାଳୀ ମଧ୍ୟ ଭିନ୍ନ ହୋଇଥାଏ। ପ୍ରଥମେ ମଇଦାକୁ ହାୟାସିନ୍ଥ ବିନ୍‌ର ପେଷ୍ଟ ସହିତ ମିଶାଯାଇ କିଛି ଘଣ୍ଟା ପାଇଁ ରଖାଯାଇଥାଏ। ପରେ ତାକୁ ଶିରାରେ ଭିଜାଯାଏ। ଏହାର ସ୍ବାଦ ଏତେ ସ୍ବାଦିଷ୍ଟ ହୋଇଥାଏ ଯେ, ବେଙ୍ଗାଲୁରୁରେ ଏହାର ନାମରେ ଏକ ମେଳା ମଧ୍ୟ ଲାଗେ। ଯାହା ଅବାରେକାଇ ମେଳା ନାମରେ ଜଣାଶୁଣା। ଯେଉଁଠାରେ ଲୋକେ ଭିନ୍ନ ଭିନ୍ନ ପ୍ରକାରର ଜଲେବିର ସ୍ବାଦ ଚାଖିବାକୁ ଆସିଥାନ୍ତି। ହେଲେ ଅଭରେବଲି ଜଲେବିର ସ୍ବାଦ ସମ୍ପୂର୍ଣ୍ଣ ଭିନ୍ନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ):  କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର…

ଝିଅଙ୍କ ବିବାହକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ସୋମବାର, ସୁପ୍ରିମକୋର୍ଟ ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ଝିଅର…

ଯେମିତି କହିଲେ ସେମିତି କଲେ: ଭାଜପାରେ ଯୋଗଦେଲେ ଦେବାଶିଷ

ଭୁବନେଶ୍ୱର,୨୬।୫:ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ନୀଳଚକ୍ର ବାନାରେ ବସିଲା ଚିଲ: ଅଶୁଭ ସଂକେତ, ଘଟିପାରେ…

ପୁରୀ,୨୬ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ସୋମବାର ପୂର୍ବାହ୍ନରେ କିଛି ସମୟ ଧରି ଏକ ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛି ମାସ ବ୍ୟବଧାନ ପରେ ଏହା…

ଭୋଜି ଭାତ ଖାଇ ୪ ମୃତ୍ୟୁ: ଗାଁରେ ପହଞ୍ଚି ସ୍ଥିତି ପରଖିଲେ ଜିଲାପାଳ, ୧୫ ଦିନ ଯାଏ ପୋଖରୀ ପାଣି ମନା

ସୁନ୍ଦରଗଡ,୨୬।୫(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିର ବ୍ଲକ ନୂଆଡିହି ଗାଁରେ ଏକ ଶୁଦ୍ଧ କ୍ରିୟା ଭୋଜି ଖାଇ ୪ଜଣଙ୍କ ମୃତ୍ୟୁ ଘଟଣା ପରେ ସୋମବାର ଜିଲାପାଳ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri