ଜେଲ ଯିବାବେଳେ ଅମରେଶ ଜେନାଙ୍କ ଚାଞ୍ଚଲ୍ୟକାର ବୟାନ, କହିଲେ ଅର୍ଚ୍ଚନା ନାଗ ମୋତେ…

ଭୁବନେଶ୍ୱର,୨୭।୭: ବଳାତ୍କାର ମାମଲାରେ ଗିରଫ ହେବା ପରେ ଏବେ ଜେଲ ଗଲେ ଅମରେଶ ଜେନା। ଜେଲ ଯିବା ବେଳେ ଅମରେଶ ଜେନା ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋତେ ଅର୍ଚ୍ଚନା ନାଗ ଫସାଇ ଦେଇଛନ୍ତି । ଅର୍ଚ୍ଚନା ନାଗଙ୍କୁ ପଚାରିଲେ ସେ ସବୁ କହିପାରିବେ। ୧୦୦% ଅର୍ଚ୍ଚନା ନାଗ ମୋତେ ଫସାଇ ଦେଇଛନ୍ତି। ତେବେ ଅମରେଶଙ୍କ ଏଭଳି ଅଭିଯୋଗକୁ ନେଇ ଅର୍ଚ୍ଚନା ନାଗଙ୍କ ପ୍ରତିକ୍ରିୟା ମିଳିପାରିନି।

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସ ବାଲେଶ୍ୱରରୁ ଗିରଫ କରିଛି। ନାବାଳିକାଙ୍କୁ ବଳାତ୍କାର, ଗର୍ଭନଷ୍ଟ, ପ୍ରତାରଣା ଓ ହତ୍ୟା ଧମକ ଅଭିଯୋଗରେ ଅମରେଶଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଏକ ମାମଲା (ନଂ. ୩୯୪/୨୦୨୫) ରୁଜୁ ହୋଇଥିଲା।

ଗତକାଲି ଶନିବାର ଲକ୍ଷ୍ମୀସାଗର ପୋଲିସ ଅମରେଶଙ୍କୁ ଫେରାର ହେବାରେ ସହାୟତା କରିଥିବା ଅଭିଯୋଗରେ ତାଙ୍କର ୫ ଜଣ ସହଯୋଗୀଙ୍କୁ ଗିରଫ କରିଥିଲା। ଏମାନେ ହେଲେ ବିବେକ କୁମାର ସୱାଇଁ (୨୯), ବିକ୍ରମ ମହାନ୍ତି (୪୨), ଦେବେନ୍ଦ୍ର କୁମାର ଭୋଳ ଓରଫେ ବୁଲୁ (୪୫), ସୁମନ କୁମାର ସାହୁ (୨୭) ଏବଂ ରାଜୀବ ଚମ୍ପତି (୪୫)। ଏହି ଅଭିଯୁକ୍ତମାନଙ୍କୁ ଭାରତୀୟ ନ୍ୟାୟ ସଂହିତା (BNS) ଓ POCSO ଆଇନରେ ବିଭିନ୍ନ ଧାରାରେ ଅଭିଯୋଗ ଲଗାଯାଇ ଝାରପଡ଼ା ଜେଲକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri