Posted inଜାତୀୟ

କଂଗ୍ରେସକୁ ଟକ୍କର ଦେବାକୁ ସଜ ହେଉଛନ୍ତି ଅମରିନ୍ଦର, ଉଦଘାଟନ କଲେ କାର୍ଯ୍ୟାଳୟ

ଚଣ୍ଡିଗଡ଼,୭।୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ବସ୍ତୁତ ହେଉଛନ୍ତି। ୨୦୨୨ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡି ପଞ୍ଜାବ ଲୋକ କଂଗ୍ରେସ ପାର୍ଟି ଗଠନ କରିଥିବା ଅମରିନ୍ଦର ଆଜି ସେକ୍ଟର -୯ରେ ତାଙ୍କ ଦଳର କାର୍ଯ୍ୟାଳୟର ଉଦଘାଟନ କରିଛନ୍ତି। କାର୍ଯ୍ୟାଳୟ ଆରମ୍ଭ ହେବା ପରେ କ୍ୟାପଟେନ ଆନୁଷ୍ଠାନିକ ଭାବରେ ରାଜନୀତିରେ ନିଜର ସକ୍ରିୟତା ବୃଦ୍ଧି କରିବେ। ବିଧାନସଭା ନିର୍ବାଚନରେ ଜିତିବା ତାଙ୍କର ଲକ୍ଷ୍ୟ ବୋଲି କ୍ୟାପଟେନ କହିଛନ୍ତି।
ସେହିପରି ଭାଜପାର ପଞ୍ଜାବର ପ୍ରଭାରୀ ତଥା କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱାତ ମଙ୍ଗଳବାର କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଭେଟିଛନ୍ତି। ଦୁଇ ନେତା କ୍ୟାପ୍ଟେନଙ୍କ ଫାର୍ମ ହାଉସରେ ମଧ୍ୟାହ୍ନ ଭୋଜନ କରିଥିଲେ। ସୋମବାର ନିଜେ କ୍ୟାପଟେନ ଅମରିନ୍ଦର ସିଂ ଭାଜପା ଏବଂ ଅକାଳୀ ଦଳ ସହିତ ମିଶି ପଞ୍ଜାବ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ପଦରୁ ଇସ୍ତଫା ଦେଲେ ରାଘବ: କହିଲେ, ସ୍ଥାନ ବଦଳିଛି-ସେବା ଜାରି ରହିବ

ନୂଆଦିଲ୍ଲୀ,୨୪।୩: ଦିଲ୍ଲୀର ରାଜେନ୍ଦ୍ର ନାଗରରୁ ବିଧାୟକ ଥିବା ରାଘବ ଚଡ୍ଡା ଦିଲ୍ଲୀ ବିଧାନସଭାରୁ ଇସ୍ତଫା ଦେଇଛନ୍ତି। ଗୁରୁବାର ଦିଲ୍ଲୀ ବିଧାନସଭା ବାଚସ୍ପତି ରାମ ନିୱାସ ଗୋଏଲଙ୍କୁ...

କାଟ୍ରୋସାଟ୍‌-୩ର ସଫଳ ଉତ୍‌କ୍ଷେପଣ: ମହାକାଶରୁ ସୀମା ଉପରେ ରଖିବ କଡ଼ା ନଜର

ଶ୍ରୀହରିକୋଟା,୨୭।୧୧: ଭାରତ ପୁଣି ରଚିଛି ଇତିହାସ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର...

ପଶ୍ଚିମବଙ୍ଗ ଗସ୍ତରେ ଶାହା: ରାଜ୍ୟର ଉନ୍ନତି ପାଇଁ ଦକ୍ଷିଣେଶ୍ୱରକାଳୀଙ୍କୁ କଲେ ପ୍ରାର୍ଥନା

କୋଲକାତା,୬।୧୧: ପଶ୍ଚିମବଙ୍ଗ ଗସ୍ତରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଶୁକ୍ରବାର ତାଙ୍କ ଗସ୍ତର ଦ୍ୱିତୀୟ ଦିନ ହୋଇଥିବା ବେଳେ ସକାଳେ ସେ ଦକ୍ଷିଣେଶ୍ୱରକାଳୀଙ୍କ ପୂଜାର୍ଚ୍ଚନା ପାଇଁ ମନ୍ଦିରରେ...

ବଜେଟ ଅଧିବେଶନରେ ବଡ଼ ଆହ୍ବାନ

ନୂଆଦିଲ୍ଲୀ,୩୧ା୧: ୨୦୨୨-୨୩ ଆର୍ଥିକ ବର୍ଷର ବଜେଟ ପାଇଁ ସୋମବାର ଆରମ୍ଭ ହେବାକୁ ଥିବା ଅଧିବେଶନ କେନ୍ଦ୍ର ସରକାରଙ୍କୁ ସହଜ ହେବ ନାହିଁ। କାରଣ ଉତ୍ତର ପ୍ରଦେଶ,...

ହ୍ବାଟ୍ସଆପ୍‌ ଚାଟ୍‌ରୁ ମିଳିଲା ସୁରାକ

ମୁମ୍ବାଇ, ୨୦।୧୦: ଆର୍ୟନ ନିୟମିତ ଭାବେ ଡ୍ରଗ୍ସ କାରବାରରେ ସମ୍ପୃକ୍ତ ଥିବା ତାଙ୍କ ହ୍ବାଟ୍ସଆପ୍‌ ଚାଟ୍‌ରୁ ଜଣାପଡ଼ିଛି। ତେଣୁ ସେ ଜାମିନରେ ଗଲେ ଏଭଳି ଅପରାଧ...

ଦ୍ରୌପଦୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୨୨।୬: ଜେଡ୍‌ ପ୍ଲସ୍‌ ସୁରକ୍ଷାରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଏନ୍‌ଡିଏ ପକ୍ଷରୁ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ଏହି ସ୍ବତନ୍ତ୍ର...

ଆଉଜଣେ ଫୁଡ ଡେଲିଭରି ବୟ କରୋନା ପଜିଟିଭ

ହାଇଦ୍ରାବାଦ,୨୦।୪: ଦିଲ୍ଲୀ ପରେ ଏବେ ଚିନ୍ତାରେ ପଡିଯାଇଛନ୍ତି ହାଇଦ୍ରାବାଦ ବାସିନ୍ଦା। ରବିବାର ଏଠାରେ ଜଣେ ଫୁଡ୍‌ ଡେଲିଭରି ବୟ କରୋନା ପଜିଟିଭ ଚିହ୍ନଟ ହେବା ପରେ...

କରୋନା ସଂକ୍ରମିତ ମହିଳାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ୧୯ ଜଣଙ୍କ ରିପୋର୍ଟ ପଜିଟିଭ

ହାଇଦ୍ରାବାଦ,୧୪।୬: ତେଲେଙ୍ଗାନାର ରଙ୍ଗାରେଡ୍ଡୀରେ ଜଣେ କରୋନା ସଂକ୍ରମିତ ମହିଳାଙ୍କ ଅନ୍ତିମ ସଂସ୍କାରରେ ପ୍ରାୟ ୨୫ଜଣ ପରିଜନ ଯୋଗ ଦେଇଥିଲେ। ଏବେ ଏମାନଙ୍କ ମଧ୍ୟରୁ ୧୯ ଜଣ...

Advertisement
Archives

Model This Week