Posted inଜାତୀୟ

ଆସନ ବଞ୍ଚାଇ ପାରିଲେ ନାହିଁ ଦୁଇ ଥର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୦।୩: ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପଟିଆଲା ଅର୍ବାନରେ ପରାସ୍ତ ହୋଇଛନ୍ତି। ଦୁଇ ଥର ମୁଖ୍ୟମନ୍ତ୍ରୀଙ୍କୁ ଆମ ଆଦମି ପାର୍ଟି (ଏଏପି) ପ୍ରାର୍ଥୀ ଅଜିତ ପାଲ ସିଂ କୋହଲି ହରାଇ ଦେଇଛନ୍ତି। କେବଳ ଏହି ଆସନରେ ନୁହେଁ ପୂରା ପଞ୍ଜାବରେ ବିପୁଳ ବିଜୟ ହାସଲ କରିଛି ଅରବିନ୍ଦ କେଜରିଓ୍ବାଲଙ୍କ ପାର୍ଟି। ୧୧୭  ବିଧାନସଭା ଆସନ ବିଶିଷ୍ଟ ପଞ୍ଜାବ ନିର୍ବାଚନ ଫଳାଫଳ ପ୍ରକାଶ ପାଇ ନ ଥିଲେ ମଧ୍ୟ ଅପରାହ୍ନ ୧୨ ସୁଦ୍ଧା ଗଣତିରେ ଏଏପି ୯୦ ଆସନରେ ଆଗୁଆ ଅଛି। ପୂର୍ବରୁ ସରକାରରେ ଥିବା କଂଗ୍ରେସ ୧୮ ଆସନରେ ସୀମିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri