Posted inଜାତୀୟ

ଭାଜପାରେ ମିଶିବେ ଅମରିନ୍ଦର ସିଂ

ଚଣ୍ଡିଗଡ଼,୨।୭: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ ଅମରିନ୍ଦର ସିଂ ଖୁବ୍‌ଶୀଘ୍ର ଭାଜପାରେ ଯୋଗଦେବେ। ୮ ମାସ ତଳେ ସେ କଂଗ୍ରେସ ଛାଡ଼ି ଗଢ଼ିଥିବା ପଞ୍ଜାବ ଲୋକ କଂଗ୍ରେସର ବିଲୟ ଘଟିବ ଭାଜପାରେ। ୮୦ ବର୍ଷୀୟ ଅମରିନ୍ଦର ସିଂ ଅସ୍ତ୍ରୋପଚାର ପାଇଁ ଲଣ୍ଡନରେ ଅଛନ୍ତି। ଆସନ୍ତା ସପ୍ତାହରେ ସେ ଫେରିବା ପରେ ଭାଜପାରେ ଯୋଗଦେବେ ବୋଲି ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମରିନ୍ଦରଙ୍କୁ ଫୋନ୍‌ କରି ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ପ୍ରକାଶ ଯେ, ଅମରିନ୍ଦର ୫ ଦଶନ୍ଧି ଧରି କଂଗ୍ରେସରେ ଥିଲେ। ଗତବର୍ଷ ତତ୍କାଳୀନ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ଯୋଗୁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ହରାଇବାକୁ ପଡ଼ିବାରୁ ସେ ଦଳ ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି

କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?