Posted inଜାତୀୟ

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଜମ୍ମୁ,୯ ।୭: ଜମ୍ମୁ-କଶ୍ମୀରରେ ପ୍ରକୃତିର ତାଣ୍ଡବ ଜାରି ରହିଛି । ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା ପରେ ଏବେ ସେଠାରେ ଭୂକମ୍ପ ହୋଇଥିବା ସୂଚନା ମିଳିଛି । ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି । ତେବେ ବାଦଲ ଫଟା ବର୍ଷା ଓ ଭୂକମ୍ପ ଗୋଟିଏ ସମୟରେ ହୋଇଥିବା କୁହାଯାଉଛି । ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୫ଟା ୨୧ରେ ଭୂକମ୍ପ ହୋଇଥିବା କୁହାଯାଉଛି । ଶୁୂକ୍ରକାର ଜମ୍ମ କଶ୍ମୀରରେ ଏକାସାଙ୍ଗରେ ବାଦଲ ଫଟା ବର୍ଷାରେ ୧୫ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଓ ଭୂକମ୍ପକୁ ଦେଖି ସ୍ଥାନୀୟ ଲୋକେ ଭୟଭିତ ହୋଇଯାଇଛନ୍ତି । ହେଲେ ଉଦ୍ଧାରକାରୀ ଦଳ ଓ ସୁରକ୍ଷାକର୍ମୀ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗି ପଡିଥିବାରୁ ଅନେକ ଶ୍ରଦ୍ଧାଳୁଙ୍କ ଜୀବନ ବଞ୍ଚିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ମୁଖ୍ୟ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେଖ CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri