Posted inଜାତୀୟ

ଅମରନାଥ ଯାତ୍ରା ସ୍ଥଗିତ

ନୂଆଦିଲ୍ଲୀ,୭।୭:ଜମ୍ମୁ କଶ୍ମୀରରେ ଖରାପ ପାଗ ହେତୁ ଶୁକ୍ରବାର ଅମରନାଥ ଯାତ୍ରା ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଯାତ୍ରୀମାନଙ୍କୁ ଉଭୟ ବେସ କ୍ୟାମ୍ପ ବାଲଟାଲ ଏବଂ ପହଲଗାମ ରୁଟରେ ରୋକାଯାଇଛି। ଦେଶ ତଥା ବିଶ୍ୱରୁ ହଜାର ହଜାର ଭକ୍ତ ଦୈନିକ ଅମରନାଥ ଯାତ୍ରା ପାଇଁ ଜମ୍ମୁ କଶ୍ମୀରରେ ପହଞ୍ଚୁଛନ୍ତି। ଏହି ସମୟରେ, ୧୭୨୦୨ ତୀର୍ଥଯାତ୍ରୀ ଗୁରୁବାର ବାବା ବରଫାନି ଦର୍ଶନ କରିଥିଲେ। ଏଥି ସହିତ, ଯାତ୍ରା ଆରମ୍ଭ ହେବା ପରଠାରୁ ସମୁଦାୟ ୮୪୭୬୮ ଭକ୍ତ ଦଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର…

‘କିସିଂ ସିନକୁ ନେଇ ଉଠିଲା ବିବାଦ’: ପବନ ସିଂହଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ କାଜଲ ରାଘୱାନୀ

ଚେନ୍ନାଇ,୭।୮: କଲର୍ସ ଟିଭିର ନୂଆ ରିଆଲିଟି ଶୋ’ ‘ଭୋଜପୁରୀ ବାୱଲ’ ନିରନ୍ତର ଚର୍ଚ୍ଚାରେ ରହିଛି। ଏହି ଶୋ’ରେ ଭୋଜପୁରୀ ଇଣ୍ଡଷ୍ଟ୍ରିର ଅନେକ ବଡ଼ ତାରକା ଅଛନ୍ତି, ଯେଉଁମାନେ…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri