Posted inଜାତୀୟ

ଅମରନାଥ ଯାତ୍ରା: ଗୀତା ଉପହାର ଦେଇ ଶିବ ଭକ୍ତଙ୍କୁ ସ୍ୱାଗତ କରିବେ କଶ୍ମିରୀ ମୁସଲମାନ

ଜମ୍ମୁ,୨ ।୭: ବନାରସ କାଶି ଭଗବାନ ଶିବଙ୍କ ନଗରୀ ତ କଶ୍ମିର ଘାଟି ଭୋଳା ବାବାଙ୍କ ଘର ହିମାଳୟ । କଶ୍ମୀର ଘାଟିର ପ୍ରବେଶ ଦ୍ୱାର କାଜିଗୁଡରେ ଏମିତି ଏକ ବ୍ୟାନର ଏହି ବାର୍ତ୍ତା ଦେଉଥିବା ଦେଖାଯାଇଛି । ଭଗବାନ ଶିବଙ୍କୁ କଶ୍ମିରର ଅଭିନ୍ନ ଅଂଶ ମାନୁଥିବା କଶ୍ମିର ମୁସଲମାନ ଯୁବକମାନେ ଅମରନାଥ ଯାତ୍ରୀଙ୍କୁ ଭିନ୍ନ ଢଙ୍ଗରେ ସ୍ୱାଗତ କରିବେ । ଏହି ଯୁକମାନେ ଫୁଲମାଳ, ଜାତୀୟ ପତାକା, ଶିବ ପାର୍ବତିଙ୍କ ଫଟୋ ଓ ଗୀତାର ବ୍ୟବହାର କରି ଯାତ୍ରୀଙ୍କୁ ସ୍ୱାଗତ କରିବେ ।
ଚଳିତ ବର୍ଷ ଅମରନାଥ ଯାତ୍ରୀଙ୍କ ଉପରେ କଶ୍ମିର ଘାଟିର ପ୍ରବେଶ ଦ୍ୱାରରେ ପୁଷ୍ପ ବୃଷ୍ଟି କରି ସ୍ୱାଗତ କରାଯିବ । ଏହି ସ୍ୱାଗତ କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିବା ଜାଭେଦ ବେଗ କହିଛନ୍ତି, ଶ୍ରୀ ଅମରନାଥ ଯାତ୍ରା ଭାରତର ସେହି ବିଚାରକୁ ମଜଭୁତ କରିବାର ଏକ ଅବସର ଦେବ ଯେଉଁଠି ସବୁ ଧର୍ମକୁ ସମାନ ଦୃଷ୍ଟିରେ ଦେଖାଯାଇଥାଏ । ସେ କହିଛନ୍ତି କୌଣସି କଶ୍ମିରବାସୀ ନିଜକୁ ଶିବଠାରୁ ଅଲଗା ଦେଖିପାରିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

ସାବିତ୍ରୀ ମହିଳା ମହାବିଦ୍ୟାଳୟର ୩୫ ପ୍ରାର୍ଥିନୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?