ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଭେଟିଲେ ଆମ୍ରପାଲି-ନିରହୁଆ

ବମ୍ବେ: ବାଗେଶ୍ୱର ଧାମ୍‌ର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କୁ ଭେଟିଛନ୍ତି ଭୋଜପୁରୀ ସୁପରଷ୍ଟାର ଦିନେଶ ଲାଲ ଯାଦବ(ନିରହୁଆ) ଏବଂ ଅଭିନେତ୍ରୀ ଆମ୍ର୍ରପାଲି ଦୁବେ। ଏହାର ଫଟୋ ଅଭିନେତ୍ରୀ ନିଜର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋରେ ତିନିଜଣ ଯାକ ହାତ ଯୋଡ଼ି କ୍ୟାମେରାକୁ ପୋଜ୍‌ ଦେଇଛନ୍ତି।ଫଟୋ ଏବେ ବେଶ ଭାଇରାଲ ହେଉଛି।

କହିରଖୁଛୁ, ଆମ୍ରପାଲି ଏବଂ ନିରହୁଆଙ୍କ ଯୋଡ଼ିକୁ ଦର୍ଶକ ବେଶ ପସନ୍ଦ କରନ୍ତି। ଉଭୟ ଅନେକ ଫିଲ୍ମରେ ଏକାଠି କାମ କରିଛନ୍ତି। ଭୋଜପୁରୀ ଫିଲ୍ମଜଗତର ଆଇକନିକ୍‌ ଯୋଡ଼ି ମଧ୍ୟ ସେ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ଜଣେ ନୁହେଁ ଏକାବେଳେ ଦୁଇ ଯୁବକଙ୍କ ସହ ରଖିଥିଲେ ପ୍ରେମ ସମ୍ପର୍କ, ଏମିତି କ‘ଣ ହେଲା ରାତିରେ ଝୁଲିପଡ଼ିଲେ ଯୁବତୀ

ନୂଆପଡ଼ା, ୮।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା ଅଧୀନ ସଦର ଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ସହାୟିକା ଶୁକ୍ରବାର ରାତିରେ ବେକରେ…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

୧୩ ଦିନରେ ଦୁଇଟି ବଦଳି ଅର୍ଡର, ଶିକ୍ଷାବିତ୍‌ ମହଲରେ ଅସନ୍ତୋଷ

ଡେରାବିଶ, ୮ା୮(ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗଣଶିକ୍ଷା ବିଭାଗର କେନ୍ଦ୍ରାପଡ଼ା ଶିକ୍ଷା ଜିଲାରେ ବିଇଓଙ୍କ ଦୁଇଟି ବଦଳି ଅର୍ଡ଼ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶିକ୍ଷାବିତ୍‌ଙ୍କ ମହଲରେ…

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

‘ମୁଁ ବାବା ବାଗେଶ୍ୱର ନୁହେଁ…’: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (IIT) ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri