Posted inଖେଳ

ଶାମିଙ୍କ ଚମତ୍କାର ବୋଲିଂ: ବିଶ୍ୱକପ୍‌ ଫାଇନାଲରେ ଭାରତ

ମୁମ୍ବାଇ,୧୫।୧୧: ବିଶ୍ୱକପ୍‌ ୨୦୨୩ ଫାଇନାଲ୍‌ରେ ପ୍ରବେଶ କରିଛି ଭାରତ। ମହମ୍ମଦ ଶାମିଙ୍କ ଚମତ୍କାର ବୋଲିଂ ଜରିଆରେ ଭାରତ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ୭୦ ରନ୍‌ରେ ପରାସ୍ତ କରିଛି। ଏହା ସହ ଟିମ ଇଣ୍ଡିଆ ଚତୁର୍ଥ ଥର ପାଇଁ ଦିନିକିଆ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ଧାର୍ଯ୍ୟ ୫୦ ଓଭରରେ ଚାରି ଉଇକେଟ ହରାଇ ୩୯୭ରନ ସଂଗ୍ରହ କରିଥିଲା। ଏହାର ଜବାବରେ ନ୍ୟୁଜିଲାଣ୍ଡ ୪୮.୫ ଓଭରରେ ୩୨୭ ରନ କରି ଅଲଆଉଟ ହୋଇଥିଲା।
୨୦୧୯ରେ କିୱି ଦଳ କୋଟି କୋଟି ଭାରତୀୟଙ୍କ ସ୍ବପ୍ନକୁ ଭାଙ୍ଗି ଫାଇନାଲରେ ପ୍ରବେଶ କରିଥିଲା। ଏଥର ନ୍ୟୁଜିଲାଣ୍ଡକୁ ପରାସ୍ତ କରି ପୂର୍ବ ପରାଜୟର ପ୍ରତିଶୋଧ ନେଇଛି ଭାରତ। ଏବେ ଭାରତୀୟ ଦଳ ୧୯ ନଭେମ୍ବରରେ ଅହମ୍ମଦାବାଦରେ ଫାଇନାଲ ଖେଳିବ। ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ସେମିଫାଇନାଲରେ ବିଜେତା ମୁହାଁମୁହିଁ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ...

ଟ୍ୟୁଶନ ସାରି ଘରକୁ ଫେରୁଥିଲେ ଛାତ୍ରୀଛାତ୍ର: ଅଟୋକୁ ପିଟିଲା ବାଇକ୍‌; ୩ ଦୁର୍ଘଟଣାରେ…

ଭଞ୍ଜନଗର,୯।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀ ପଲ୍ଲୀ ଛକ ନିକଟରେ ଶୁକ୍ରବାର ରାତି ପ୍ରାୟ ୮ ଟାରେ ଏକ ସ୍କୁଲ...

ସମାନ ହୋଟେଲ ହେଲେ ଅଲଗା ରୁମ୍‌: ହେଲା ବଡ଼ ଖୁଲାସା! 

ମୁମ୍ବାଇ: ବଲିଉଡ୍‌ର ‘ପିଆର୍‌ ଷ୍ଟାର’ କାର୍ତ୍ତିକ ଆର୍ୟନଙ୍କ ଲଭଲାଇଫ୍‌ ଏବେ ଚର୍ଚ୍ଚାରେ। କିଛିଦିନ ତଳେଇଣ୍ଡଷ୍ଟ୍ରି ବାହାରୁ ଆସିଥିବା ଏହି ଅଭିନେତାଙ୍କ ଫିଲ୍ମ ‘ତୁ ମେରି ମୈ...

ମାଲେସିଆ ଓପନ ବ୍ୟାଡ୍‌ମିଣ୍ଟନ: ସେମିଫାଇନାଲରେ ପହଞ୍ଚିଲେ ସିନ୍ଧୁ

କୁଆଲାଲମ୍ପୁର,୯ା୧: ଭାରତର ଦୁଇଥର ଅଲିମ୍ପିକ ପଦକ ବିଜେତା ପି.ଭି. ସିନ୍ଧୁ ମାଲେସିଆ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଥିବା ବେଳେ ପୁରୁଷ...

ବୃଦ୍ଧାଶ୍ରମରୁ ଦୁର୍ବୃତ୍ତ ଚୋରି କରିନେଲେ ବିଭିନ୍ନ ସାମଗ୍ରୀ, ପୋଲିସର ତନାଘନା

ଛତ୍ରପୁର,୯ା୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଗୋଲାପଲ୍ଲୀସ୍ଥିତ ଯଶୋଦା ଫାଉଣ୍ଡେଶନ ଆଣ୍ଡ ଟ୍ରଷ୍ଟ ଆନୁକୂଲ୍ୟରେ ଥିବା ‘କସ୍ତୁରବା ବୃଦ୍ଧାଶ୍ରମ ଗୃହରୁ ବିଭିନ୍ନ ସାମଗ୍ରୀ...

ଚା’ ବଗିଚା ପାଇଁ ୨୨୦୦ ଏକର ଜାଗା ଚିହ୍ନଟ, ଆଜି ଜିଲାସ୍ତରୀୟ ବୈଠକରେ…

କେନ୍ଦୁଝର,୯ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ତରମାକାନ୍ତ ଚା’ ବଗିଚା ପୁନରୁଦ୍ଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଗତକାଲି କୋଲକାତାସ୍ଥିତ ଟି’...

ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…

ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର...

‘ଆମେରିକା-ଭାରତ ଟ୍ରେଡ ଡିଲକୁ ନେଇ ଟ୍ରମ୍ପଙ୍କ ସହ ୮ଥର କଥା ହୋଇଛନ୍ତି ମୋଦି’, ଆମେରକାକୁ ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯।୧: ଆମେରିକା ଏବଂ ଭାରତ ମଧ୍ୟରେ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ସମ୍ପର୍କରେ ଆମେରିକାର ବାଣିଜ୍ୟ ସଚିବ ହାୱାର୍ଡ ଲୁଟନିକଙ୍କ ବିବୃତ୍ତିକୁ ନେଇ ଏକ ଉଷ୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri